ଆରପାରିରେ ବଲିଉଡ ଅଭିନେତା ଇରଫାନ ଖାନ୍

- Advertisement -

ଆରପାରିରେ ବଲିଉଡ ଅଭିନେତା ଇରଫାନ ଖାନ୍
ମୁମ୍ବାଇ, : ଆଜି ବଲିଉଡ ଅଭିନେତା ଇରଫାନ ଖାନଙ୍କ ମୃତ୍ୟୁ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୫୩ବର୍ଷ ହୋଇଥିଲା । ସେ କ୍ୟାନସର ରୋଗରେ ପୀଡ଼ିତ ଥିଲେ । ମୁମ୍ବାଇର କୋକିଳାବେନ୍ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ଗତକାଲି ଗୁରୁତର ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ତାଙ୍କ ମୃତ୍ୟୁରେ ବଲିଉଡ଼ ଜଗତରେ ଶୋକର ଛାୟା ଖେଳିଯାଇଛି ।ଏଥିପାଇଁ ଅନେକ ଅଭିନେତା ଟୁଇଟ କରି ନିଜର ଦୁଃଖ ପ୍ରକାଶ କରିଛନ୍ତି ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles