ଭାରତରେ କାୟା ବିସ୍ତାର କରିବାରେ ଲାଗିଛି କରୋନା

- Advertisement -

ଭୁବନେଶ୍ୱର : ଭାରତରେ କାୟା ବିସ୍ତାର କରିବାରେ ଲାଗିଛି l ଏବେ ଭାରତରେ କୋରୋନା ମୃତ୍ୟୁ ସଂଖ୍ୟା ୬୨କୁ ବୃଦ୍ଧି ପାଇଛି l ଯେତେବେଳେ କି  କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ହଜାର ୫୪୭ । ୨୫୪୭ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୩ ଜଣ ସୁସ୍ଥ ହୋଇଥିବା ବେଳେ ୨୩୨୨ କୋରୋନା ଆକ୍ରାନ୍ତ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ସେହିପରି ଓଡ଼ିଶାରେ ମଧ୍ୟ କରୋନା ରୋଗୀଙ୍କ ସଂଖ୍ୟା ବୁଦ୍ଧି ପାଇବାରେ ଲାଗିଛି l ଏଯାଏ 20ଜଣ ଆକ୍ରାନ୍ତ ହୋଇଛନ୍ତି l

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles