କୋଭିଡ ହସ୍ପିଟାଲରେ 5ଟି ପ୍ରହରୀ…..

- Advertisement -

ଭୁବନେଶ୍ୱର : kiims ପରେ ସୋଆ ପରିଦର୍ଶନ କଲେ 5ଟି ସଚିବ l  ଦେଶର ପ୍ରଥମ ଓ ସର୍ବବୃହତ କୋଭିଡ 19 ହସ୍ପିଟାଲ ଶିକ୍ଷା ଓ ଅନୁସନ୍ଧାନ ଡିମଡ଼ ବିଶ୍ୱବିଦ୍ୟାଳୟ ପରିଚାଳିତ ସମ ହସ୍ପିଟାଲ ପକ୍ଷରୁ ସ୍ଥାପନ କରାଯାଉଛି l 5ଟି ସଚିବ ସହ ବରିଷ୍ଠ ଅଧିକାରୀ ମାନେ ବୁଲି ଦେଖିଛନ୍ତି l ରବିବାର ଏହି ନୂତନ ହସ୍ପିଟାଲର ସ୍ଥାପନ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି 5ଟି ସଚିବ ଶ୍ରୀ ଭି କେ ପାଣ୍ଡିଆନ, ଉନ୍ନୟନ କମିଶନର ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ କୃଷି ବିଭାଗର ପ୍ରମୁଖ ସଚିବ ଶ୍ରୀ ସୌରଭ ଗର୍ଗ । ସୋଆର କ୍ୟାମ୍ପସ 2 ର କନଭେନସନ ସେଣ୍ଟରରେ ଆସନ୍ତା 15 ଦିନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଏହି ନୂତନ କୋଭିଡ 19 ହସ୍ପିଟାଲ ପରିଦର୍ଶନ କରିବା ସହ ଭିତ୍ତିଭୂମି ପରଖି ଥିଲେ ରାଜ୍ୟ ସରକାରଙ୍କ ଏହି ବରିଷ୍ଠ ଅଧିକାରୀ ମାନେ। ଓଡିଶା ସରକାରଙ୍କର ଏହି ବରିଷ୍ଠ ଅଧିକାରୀ ମାନଙ୍କର ଏହି ପରିଦର୍ଶନ ସମୟରେ ସୋଆ କୁଳପତି ପ୍ରଫେସର ଡାକ୍ତର ଅଶୋକ କୁମାର ମହାପାତ୍ର, ଆଇଏମଏସ ଓ ସମ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡେଣ୍ଟ ପ୍ରଫେସର ପୁଷ୍ପରାଜ ସାମନ୍ତସିଂହାର, ଆଡି ସିନାଲ୍ ମେଡିକାଲi ସୁପରିଟେଣ୍ଡେଣ୍ଟ ଡାକ୍ତର ରାଜେଶ ଲେଙ୍କା, ଆଇଟିଇଆର ର ନିର୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ ଓ ସୋଆ ର ଛାତ୍ର ମଙ୍ଗଳ ଦିନ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ ପ୍ରମୁଖ  ଉପସ୍ଥିତ ଥିଲେ l  ଆସନ୍ତା 15 ଦିନ ମଧ୍ୟରେ ଏହି ସ୍ୱତନ୍ତ୍ର ହସ୍ପିଟାଲ କାର୍ଯକ୍ଷମ ହେବା l

 

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles