ଉଦାହରଣ ସୃଷ୍ଟି କରିଛନ୍ତି :ମିନତୀ…

- Advertisement -

() ମିନତୀ ପଟ୍ଟନାୟକ ସମାଜରେ ଏକ ନିଛକ ଉଦାହରଣ ସୃଷ୍ଟି କରିଛନ୍ତି, କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ରିକ୍ସା ଚାଳକଙ୍କ ନାମରେ ଲେଖିଦେଇଥିବା କଟକ ସୁତାହାଟ ଅଞ୍ଚଳର ମହିୟସୀ ମିନତି ପଟ୍ଟନାୟକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ବିଜେଡି ସାଙ୍ଗଠନିକ ସମ୍ପାଦକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ବିଜୁ ଜନତା ଦଳରେ ଯୋଗଦାନ କରିଛନ୍ତି ଏହି ଅବସରରେ ଓଡିଶା ମୋ ପରିବାର କଟକ ସିଟି ସଂଯୋଜକ ଶ୍ରୀଯୁକ୍ତ ରଞ୍ଜନ ବିଶ୍ୱାଳ ଉପସ୍ଥିତ ଥିଲେ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -

Latest Articles