ନବୀନଙ୍କ ଦ୍ରୁତ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ମୂଖ୍ୟମନ୍ତ୍ରୀଙ୍କ ପ୍ରାର୍ଥନା

- Advertisement -

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସୁସ୍ଥ ଖବର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କର ଦ୍ରୁତ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରିଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ କରି ଲେଖିଛନ୍ତି ଯେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ବିଷୟରେ ଜାଣିବାକୁ ପାଇଲି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଦ୍ରୁତ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ପ୍ରାର୍ଥନା କରୁଛି।
ନବୀନ ପଟ୍ଟନାୟକଙ୍କୁ ଆଜି ସନ୍ଧ୍ୟା 5 ଟା 15 ମିନିଟ୍ ସମୟରେ Dehydration ହେତୁ ଭୁବନେଶ୍ୱର ସମ୍ ଆଲ୍ଟିମେଟ୍ ମେଡିକେୟାର୍‌ରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟ ସ୍ଥିର ଅଛି ଏବଂ ସେ ଚିକିତ୍ସାରେ ଭଲ ଭାବରେ ସ୍ୱସ୍ଥ ହେଉଛନ୍ତି। ନବୀନ ଅସୁସ୍ଥ ଖବର ଜଣାପଡ଼ିବା ପରେ ତାଙ୍କ ଆରୋଗ୍ୟ ପାଇଁ ସମସ୍ତେ ପ୍ରାର୍ଥନା କରୁଛନ୍ତି ।

- Advertisement -

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_img

Latest Articles