ଶତାବ୍ଦୀ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ପ୍ରଣବଙ୍କ ଶ୍ରଦ୍ଧାଞ୍ଜଳି

- Advertisement -

ଯାଜପୁର : ଆଜି ହେଉଛି ଓଡ଼ିଶାର ବରପୁତ୍ର ଲୋକପ୍ରିୟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ବାର୍ଷିକି। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସକୁ ନିଡାମ୍ବର ଭାବେ ପାଳନ କରିବା ପାଇଁ ବିଜେଡ଼ି ସୁପ୍ରିମ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଥିଲେ ।ଯାଜପୁରରେ ଶତାବ୍ଦୀ ପୁରୁଷ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ପାଳନ କରାଯାଇଛି । ବିଜେଡି ସଂଗଠନିକ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ବିଜୁଙ୍କ ଫୋଟୋରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ପ୍ରବାଦ ପୁରୁଷଙ୍କ ବୀରତ୍ବକୁ ବବି ମନେ ପକେଇଥିଲେ । ଏହି ଅବସରରେ ଯାଜପୁରରେ ଜୀଵନ ବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles