ନବୀନଙ୍କ 29ଜଣିଆ ମିଡିଆ ଟିମ…..

- Advertisement -

ଭୁବନେଶ୍ବର : ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ଦଳର ୨୯ ଜଣିଆ ନୂଆ ମିଡିଆ ଟିମ ଘୋଷଣା କରିଛନ୍ତି ।

ମେଡିଆ କୋର୍ଡିନେଟର ଭାବେ ସାଂସଦ ଡ ସସ୍ମିତ ପାତ୍ରଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ଜାତୀୟ ମୁଖପାତ୍ର ଭାବେ ସାଂସଦ ପିନାକୀ ମିଶ୍ର, ଅନୁଭବ ମହାନ୍ତି, ଡ ଅମର ପଟ୍ଟନାୟକ, ଡ ସସ୍ମିତ ପାତ୍ରଙ୍କ ସହିତ ସତ୍ୟନାରାୟଣ ସାହୁଙ୍କୁ ନିଯୁକ୍ତି ଦିଆଯାଇଛି ।

ସେହିପରି ମୁଖପାତ୍ର ଭାବେ ପ୍ରତାପ କେଶରୀ ଦେବ, ଦେବୀ ପ୍ରସାଦ ମିଶ୍ର, ପ୍ରଶାନ୍ତ ନନ୍ଦ, ରମେଶ ଚନ୍ଦ୍ର ମାଝୀ, ବ୍ୟୋମକେଶ ରାୟ, ସୁଭାଷ ଚୌହାନ, ସୁଭାସ ସିଂହ, ଆକାଶ ଦାସ ନାୟକ, ଅନୁଭବ ପଟ୍ଟନାୟକ, ଡ. ଲେନିନ ମହାନ୍ତି, ସୁଲତା ଦେଓ, ଲୋପାମୁଦ୍ରା ବକ୍ସିପାତ୍ର, ଶ୍ରୀମୟୀ ମିଶ୍ର ଏବଂ ଭରଦ୍ୱାଜ ମିଶ୍ରଙ୍କୁ ନିଯୁକ୍ତି ଦିଆଯାଇଛି ।

ସେହିପରି ପ୍ୟାନେଲିଷ୍ଟ ଭାବେ ମିହିର ମହାନ୍ତି, ଡ. ସନ୍ତୋଷ ଲେଙ୍କା, ବିଶ୍ୱଜିତ ମହାନ୍ତି, ସଞ୍ଜୟ ବାବୁ, ଡ ହରିଶ ଚୌଧୁରୀ, ତପନ ଦାସ, ଦୁର୍ଗା ସାମନ୍ତରାୟ , ପ୍ରୀୟବ୍ରତ ମାଝି, ଚକ୍ରଧର ଦାଶ, ଆଉ ଓମପ୍ରକାଶ ସାହୁଙ୍କୁ ନିଯୁକ୍ତି । ଏହାପରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ଛାମୁଆ ସଂଗଠନ ନାମ ଘୋଷଣା କରିବେ ବୋଲି ସୂଚନା ମିଳିଛି।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -

Latest Articles