ଭୁବନେଶ୍ୱରରେ ଆଉ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ…

- Advertisement -

ଭୁବନେଶ୍ୱର : ଭୁବନେଶ୍ୱରରେ ଆଉ ୨ ଜଣ କରୋନା ପଜିଟିଭ୍ ଚିହ୍ନଟ । ମୋଟ୍ ଆକ୍ରାନ୍ତ ୨୩ । କପିଳ ପ୍ରସାଦ ହାଉସିଂ ବୋର୍ଡ କଲୋନୀର ଜଣେ ୭୦ ବର୍ଷୀୟ ବୃଦ୍ଧ ଏବଂ ୨୯ ବର୍ଷୀୟ ବ୍ୟକ୍ତି ବମିଖାଲର କରୋନା ଆକ୍ରାନ୍ତ । କପିଳ ପ୍ରସାଦର ବ୍ୟକ୍ତି ଅଷ୍ଟ୍ରେଲିଆରୁ ଆସିଥିବା ସ୍ୱାସ୍ଥ୍ୟ ବିଭାଗର ସୂଚନା ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles