48ଘଣ୍ଟା ଗୁରୁତ୍ୱ ପୂର୍ଣ୍ଣ : ପାଣ୍ଡିଆନ

- Advertisement -

Qଭୁବନେଶ୍ୱର : ରାଜ୍ୟରେ ଏବେ ରାଜୁତି କରୁଛି କରୋନା । ସେଥିପାଇଁ ରାଜ୍ୟ ସରକାରଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ ନୂଆଦିଲ୍ଲୀର ନିଜାମୁଦ୍ଦିନସ୍ଥିତ ତବଲିଗି ଜମାତ ଧାର୍ମିକ ସମାରୋହରେ ଯୋଗଦେଇଥିବା ଓଡ଼ିଶା ଫେରନ୍ତା ସମସ୍ତ ବ୍ୟକ୍ତିଙ୍କୁ ଚିହ୍ନଟ ପାଇଁ ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।
ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଜିଲ୍ଲା ପ୍ରଶାସନ ସେମାନଙ୍କୁ ଶୀଘ୍ର ଚିହ୍ନଟ କରନ୍ତୁ । ସାମ୍ନକୁ ଆସିଲେ ସରକାର ସେମାନଙ୍କୁ ସଂପୂର୍ଣ୍ଣ ସହଯୋଗ କରିବେ ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles