ପୁଣି ୧୬କରୋନା ଆକ୍ରାନ୍ତ ଚି଼ହ୍ନଟ

- Advertisement -

ଭୁବନେଶ୍ୱର : ବର୍ତ୍ତମାନ ସମୟରେ ଓଡ଼ିଶା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର।ଆଜି ଭୁବନେଶ୍ୱରର ବିଭିନ୍ନ ସ୍ଥାନରୁ ୧୬ଜଣଙ୍କର କରୋନା ପଜେଟିବ ଚିହ୍ନଟ ହୋଇଛି । ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ପଜେଟିବଙ୍କ ସଂଖ୍ୟା ୩୯ରେ ପହଞ୍ଚିଛି । ଯାହାକୁ ନେଇ ରାଜ୍ୟ ସରକାର ଙ୍କ ଚିନ୍ତା ବଢିଯାଇଛି ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles