ବାଲେଶ୍ୱରରେ ପହଁଚିଲା କରୋନା : ଆକ୍ରାନ୍ତ ସଂଖ୍ୟା ହେଲା 61

- Advertisement -

ଭୁବନେଶ୍ୱର : ବର୍ତ୍ତମାନ ସମୟରେ ଓଡ଼ିଶା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ରାଜ୍ୟରେ ଏବେ ଆଉ ଜଣେ କରୋନା ପଜେଟିବ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି । 58ବୟସ ଏହି ଆକ୍ରାନ୍ତ ହେଉଛନ୍ତି ବାଲେଶ୍ୱର ଜିଲ୍ଲାର । ଏବେ ରାଜ୍ୟରେ କରୋନା ପଜେଟିବଙ୍କ ସଂଖ୍ୟା 61 ପହଂଚିଛି l 37ଜଣ ଚିକିତ୍ସାଧୀନ ଥିବା ବେଳେ 24ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି l

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles