ରାଜ୍ୟରେ ନୂଆ ୨୬ କରୋନା ଆକ୍ରାନ୍ତ @୨୪୫

- Advertisement -

ଭୁବନେଶ୍ୱର :ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା କମିବାର ନାଁ ଧରୁ ନାହିଁ। ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ଆଉ ୨୬ କରୋନା ପଜେଟିଭ ଟିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ଗଂଜାମରୁ ୧୯ ଜଣ ,କେନ୍ଦ୍ରାପଡାରୁ ୫ ଓ ଭଦ୍ରକରୁ ୨ ଆକ୍ରାନ୍ତ ।ଏନେଇ ସ୍ୱସ୍ଥ୍ୟ ଓ ପରିବାର କଲ୍ୟାଣ ବିିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପଂହଚିଛି ।ବର୍ତ୍ତମାନ ପ୍ରବାସୀ ଲୋକ ଆସିଲା ପରେ ରାଜ୍ୟରେ ବୃଦ୍ଧି ର ମାତ୍ରା ପାଇଛି।ଗତକାଲି ରାଜ୍ୟରେ ରେକର୍ଡ ସଂଖ୍ୟକ ୩୪ ଜଣ କରୋନା ପଜେଟିଭ ଚିହ୍ନଟ ହୋଇଥିଲେ ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles