ରାଜ୍ୟରେ ୬0ରେ ପହଁଚିଲା କରୋନା ଆକ୍ରାନ୍ତ ସଂଖ୍ୟା

- Advertisement -

ଭୁବନେଶ୍ୱର : ବର୍ତ୍ତମାନ ସମୟରେ ଓଡ଼ିଶା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ରାଜ୍ୟରେ ଏବେ 5 ଜଣ କରୋନା ପଜେଟିବ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି । ସେମାନଙ୍କ ମଧ୍ୟରୁ ୩ ଜଣ ବମିଖାଲ ଅଞ୍ଚଳ ର ହୋଇଥିବା ବେଳେ ଜଣେ ଝାରପଡା ଓ ଜଣେ ଯାଜପୁରର ।ଏବେ ରାଜ୍ୟରେ କରୋନା ପଜେଟିବଙ୍କ ସଂଖ୍ୟା ୬0 ରେ ପହଞ୍ଚିଛି । ବର୍ତ୍ତମାନ ପର୍ଯ୍ୟନ୍ତ 41 ଜଣ ଚିକିତ୍ସିତ ହେଉଛନ୍ତି। ଏହାସହ ୧୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles