ବମୀଖାଲରେ ଆଉ ଜଣେ କରୋନା ଆକ୍ରାନ୍ତ :୫୫ ଛୁଇଁଲା

- Advertisement -

ଭୁବନେଶ୍ୱର : ବର୍ତ୍ତମାନ ସମୟରେ ଓଡ଼ିଶା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ରାଜ୍ୟରେ ଏବେ ଆଉ ଜଣେ କରୋନା ପଜେଟିବ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି । ଆକ୍ରାନ୍ତ ଜଣଙ୍କ ବମୀଖାଲ ଅଞ୍ଚଳର। ତାଙ୍କ ବୟସ ୩୫ ।ସେ ସେହି ଅଂଚଳ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ।ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ପଜେଟିବଙ୍କ ସଂଖ୍ୟା ୫୫ ରେ ପହଞ୍ଚିଛି । ଯାହାକୁ ନେଇ ରାଜ୍ୟ ସରକାର ଙ୍କ ଚିନ୍ତା ବଢିଯାଇଛି ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles