ରାଜ୍ୟରେ 68ରେ ପହଁଚିଲା କରୋନା ଆକ୍ରାନ୍ତ ସଂଖ୍ୟା

- Advertisement -

ଭୁବନେଶ୍ୱର : ବର୍ତ୍ତମାନ ସମୟରେ ଓଡ଼ିଶା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ରାଜ୍ୟରେ ଏବେ ଆଉ 7ଜଣ କରୋନା ପଜେଟିବ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।ତାଙ୍କର ବିଷୟରେ ଏଯାଏଁ କୌଣସି ସୂଚନ ମିଳିପାରିନାହିଁ ।ଏବେ ରାଜ୍ୟରେ କରୋନା ପଜେଟିବଙ୍କ ସଂଖ୍ୟା 68 ରେ ପହଞ୍ଚିଛି ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles