ଯାଜପୁରରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ..

- Advertisement -

ଭୁବନେଶ୍ୱର : ବର୍ତ୍ତମାନ ସମୟରେ ଓଡ଼ିଶା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଯାଜପୁରରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ
ଚିହ୍ନଟ ହୋଇଛନ୍ତି। ଏନେଇ ଟୁଇଟ କରି ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ସୂଚନା ଦେଇଛି ।ଏବେ ରାଜ୍ୟରେ କରୋନା ପଜେଟିବଙ୍କ ସଂଖ୍ୟା 83ରେ ପହଞ୍ଚିଛି । ଏବେ ରାଜ୍ୟରେ ମୋଟ ୫୧ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଏହାସହ 32 ଜଣ ସୁସ୍ଥ ହୋଇ ଘରକୁ ଗଲେଣି । ଏ ନେଇ ଟୁଇଟ କରି ଜଣାଇଛନ୍ତି ରାଜ୍ୟ ସରକାର। ବର୍ତମାନ ଯାଜପୁରରେ ମୋଟ 8ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି l

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles