ରାଜ୍ୟରେ ନୂଆ ୨୫କରୋନା ଆକ୍ରାନ୍ତ @୨୭୧…

- Advertisement -

ଭୁବନେଶ୍ୱର :ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା କମିବାର ନାଁ ଧରୁ ନାହିଁ। ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ଆଉ ୨୫ ନୂଆ କରୋନା ପଜେଟିଭ ଟିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ଗଂଜାମରୁ ୨୪ ଜଣ ,ଭୁବନେଶ୍ୱରରୁ ଜଣେ। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟାରେ ୨୭୧ ପଂହଚିଛି । ବର୍ତ୍ତମାନ ପ୍ରବାସୀ ଲୋକ ଆସିଲା ପରେ ରାଜ୍ୟରେ ବୃଦ୍ଧି ର ମାତ୍ରା ପାଇଛି। ବର୍ତ୍ତମାନ ଶୁଦ୍ଧା ୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି ।ଏବଂ 2 ଜଣ ମୃତ୍ୟୁବରଣ କରିଛନ୍ତି। ଗଞ୍ଜାମରେ ମୋଟ 71ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି l ଆଜି ଗୋଟିଏ ଦିନରେ 41ଜଣ ପଜେଟିଭ ଚି଼ହ୍ନଟ ହୋଇଛନ୍ତି l

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles