ରାଜ୍ୟରେ ନୂଆ ୨୩କରୋନା ଆକ୍ରାନ୍ତ @୪୩୭

- Advertisement -

ଭୁବନେଶ୍ୱର :ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା କମିବାର ନାଁ ଧରୁ ନାହିଁ। ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ଆଉ ୨୩ କରୋନା ପଜେଟିଭ ଟିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ବାଲେଶ୍ଵରରୁ ୧୫ ଗଂଜାମରୁ ୩ଜଣ ,ଯାଜପୁରରୁ ୩,ପୁରୀରୁ୧ ଓ ବୌଦ୍ଧରୁ୧ ଆକ୍ରାନ୍ତ ।ଏନେଇ ସ୍ୱସ୍ଥ୍ୟ ଓ ପରିବାର କଲ୍ୟାଣ ବିିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏବେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୭ରେ ପଂହଚିଛି ।ବର୍ତ୍ତମାନ ପ୍ରବାସୀ ଲୋକ ଆସିଲା ପରେ ରାଜ୍ୟରେ ବୃଦ୍ଧି ର ମାତ୍ରା ପାଇଛି।ଏଥିମଧ୍ୟରୁ ରାଜ୍ୟରେ ୮୩ ଜଣ ସୁସ୍ଥ ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles