ରାଜ୍ୟରେ ନୂଆ ୭୩ କରୋନା ଆକ୍ରାନ୍ତ: ମୋଟ ୬୧୧

- Advertisement -

ଭୁବନେଶ୍ୱର :ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା କମିବାର ନାଁ ଧରୁ ନାହିଁ। ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ଆଉ ୭୩କରୋନା ପଜେଟିଭ ଟିହ୍ନଟ ହୋଇଛନ୍ତି । ସେମାନେ ଗଂଜାମ-୪୩,ଭଦ୍ରକ-୯,ଯାଜପୁର- ୧୭,ଖୋର୍ଦ୍ଧା -୩,ସୁନ୍ଦରଗଡ-୨ ରୁ ବୋଲି ସ୍ୱସ୍ଥ୍ୟ ଓ ପରିବାର କଲ୍ୟାଣ ବିିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧ରେ ପଂହଚିଛି ।ବର୍ତ୍ତମାନ ପ୍ରବାସୀ ଲୋକ ଆସିଲା ପରେ ରାଜ୍ୟରେ ବୃଦ୍ଧି ର ମାତ୍ରା ପାଇଛି।ଏଥିମଧ୍ୟରୁ ରାଜ୍ୟରେ ଜଣ ସୁସ୍ଥ୧୪୩ହୋଇଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles