ରାଜ୍ୟରେ ନୂଆ ୯୧ କରୋନା ଆକ୍ରାନ୍ତ: ସମ୍ବଲପୁରରୁ ପ୍ରଥମ ଆକ୍ରାନ୍ତ ଚିହ୍ନଟ

- Advertisement -

ଭୁବନେଶ୍ୱର : ପ୍ରଥମ ଥରପାଇଁ ସମ୍ବଲପୁରକୁ ଛୁଇଁଲା କରୋନା । ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା କମିବାର ନାଁ ଧରୁ ନାହିଁ। ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ଆଉ ୯୧କରୋନା ପଜେଟିଭ ଟିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୭ ଜଣ କ୍ୱାରେଣ୍ଟାଇନ ସେଣ୍ଟରରେ ଥିଲେ।ଏହାସହ ରାଜ୍ୟରେ ଆଉ ଦୁଇଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା
ସ୍ୱସ୍ଥ୍ୟ ଓ ପରିବାର କଲ୍ୟାଣ ବିିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକ ଦୁଇଜଣ ଗଂଜାମ ଜିଲ୍ଲାର ।ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨୮ରେ ପଂହଚିଛି ।ବର୍ତ୍ତମାନ ପ୍ରବାସୀ ଲୋକ ଆସିଲା ପରେ ରାଜ୍ୟରେ ବୃଦ୍ଧି ର ମାତ୍ରା ପାଇଛି।ଏଥିମଧ୍ୟରୁ ରାଜ୍ୟରେ ଜଣ ସୁସ୍ଥ ୧୯୬ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles