ରାଜ୍ୟରେ ଆଜି ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ: ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି..

- Advertisement -

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା କମିବାର ନାଁ ଧରୁ ନାହିଁ। ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଜି ରାଜ୍ୟରେ ଆଉ ନୂଆ ୫୧କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି । ।ଏହାସହ ଆଜି ଆଉ ଜଣଙ୍କର ମୃତ୍ୟୁ ହୋଇଛି।ରାଜ୍ୟରେ ମୃତ୍ୟୁ ସଂଖ୍ୟା ଏବେ ୭ରେ ପହଞ୍ଚିଛି।ଏ ନେଇ ସ୍ୱସ୍ଥ୍ୟ ଓ ପରିବାର କଲ୍ୟାଣ ବିିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩ରେ ପଂହଚିଛି । ଏହାସହ ଏପର୍ଯ୍ୟନ୍ତ ୭୫୩ ଚିକିତ୍ସିତ ହେଉଥିବାବେଳେ ସୁସ୍ଥ ହୋଇ ୩୪୩ଜଣ ଘରକୁ ଫେରିଛନ୍ତି।ବର୍ତ୍ତମାନ ପ୍ରବାସୀ ଲୋକ ଆସିଲା ପରେ ରାଜ୍ୟରେ ବୃଦ୍ଧି ର ମାତ୍ରା ପାଇଛି।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles