ରାଜ୍ୟରେ ଆଉ ୪୩ କରୋନା ଆକ୍ରାନ୍ତ ସୁସ୍ଥ. .

- Advertisement -

 

  • ଭୁବନେଶ୍ୱର:ଓଡିଶା ପାଇଁ ଏକ ଭଲ ଖବର ।ରାଜ୍ୟରେ ସୁସ୍ଥ ହେଲେ ଆଉ ୪୩ କରୋନା ପଜିଟିଭ ।ସେମାନେ ୧୫ ଜଣ ଅନୁଗୁଳ ଜିଲ୍ଲାର, ଗଞ୍ଜାମ, ରାଉଲକେଲା ଓ ଯାଜପୁରରୁ ୮ ଜଣ ଲେଖାଏଁ ଏବଂ ପୁରୀ, କେନ୍ଦ୍ରାପଡା, କଟକ ଓ ବୌଦ୍ଧ ଜିଲ୍ଲାରୁ ଜଣେ ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି ।ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥତା ସଂଖ୍ୟା ୪୩୬ କୁ ବୃଦ୍ଧି ପାଇଛି।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles