ରାଜ୍ୟରେ ଆଉ 4 ନୂଆ କରୋନା ଆକ୍ରାନ୍ତ ଚିହ୍ନଟ : ଛୁଇଁଲା 54

- Advertisement -

ଭୁବନେଶ୍ୱର : ବର୍ତ୍ତମାନ ସମୟରେ ଓଡ଼ିଶା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ରାଜ୍ୟରେ ଏବେ ଆଉ ୪ ଜଣ କରୋନା ପଜେଟିବ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି । ଆକ୍ରାନ୍ତଙ୍କ ବିଷୟ ଏଯାଏଁ କୌଣସି ସୂଚନା ଦିଆଯାଇ ନାହିଁ ।।ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ପଜେଟିବଙ୍କ ସଂଖ୍ୟା ୫4 ରେ ପହଞ୍ଚିଛି । ଯାହାକୁ ନେଇ ରାଜ୍ୟ ସରକାର ଙ୍କ ଚିନ୍ତା ବଢିଯାଇଛି । ଆଜି ମୋଟ ୨୯୮ ସମ୍ପୁଲ ଟେଷ୍ଟ କରାଯାଇଛି। ସେଥିରୁ ୨୯୬ ଟି ନେଗେଟିଭି ଆସୁଥିବା ବେଳେ ୩ ଟି ପୋଜିଟିଭ ଆସିଛି ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles