୨୪ ଘଣ୍ଟାରେ ୬୫୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ..

- Advertisement -

ନୂଆଦିଲ୍ଲୀ : ଭାରତରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି।ଗୋଟିଏ ପରେ ଗୋଟିଏ ରାଜ୍ୟକୁ ମାଡି ଚାଲିଛି ଏହି କରୋନା ମହାମାରୀ । ଏହା ସହ ମୃତ୍ୟୁ ମଧ୍ୟ ବଢ଼ିବାରେ ଲାଗିଛି। ଏ ଯାଏ ଭାରତରେ ୧୪୫,୩୮୦ ରେ ଆକ୍ରାନ୍ତ ସଂଖ୍ୟା ପହଂଚିଛି। ଆଉ ୪୧୬୭ ଜଣଙ୍କର ମୃତ୍ୟୁ ହୋଇଛି ଓ ୬୦,୪୯୦ ଲୋକ ସୁସ୍ଥ ହେଲେଣି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଗତ ୨୪ ଘଣ୍ଟାରେ ୬୫୩୫ ଜଣ ବ୍ୟକ୍ତି ନୂଆକରି କରୋନା ଆକ୍ରାନ୍ତ ହୋଇଥିବା ବେଳେ ୧୪୬ ଜଣ ପ୍ରାଣ ହରାଇଛନ୍ତି ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles