ରାଜ୍ୟରେ ଆଉ ୭୯ କରୋନା ଆକ୍ରାନ୍ତ ସୁସ୍ଥ….

- Advertisement -

ଭୁବନେଶ୍ୱର:ଓଡିଶା ପାଇଁ ଏକ ଭଲ ଖବର ।ରାଜ୍ୟରେ ସୁସ୍ଥ ହେଲେ ଆଉ ୭୯ କରୋନା ପଜିଟିଭ ।ସେମାନେ ଗଞ୍ଜାମରୁ ୧୧, ଯାଜପୁରରୁ ୫, ବାଲେଶ୍ୱରରୁ ୧୭, କଟକରୁ ୪, ଭଦ୍ରକରୁ ୨୮, କେନ୍ଦୁଝରରୁ ୩, ଖୋର୍ଦ୍ଧାରୁ ୨, ବଲାଙ୍ଗିରରୁ ୨ ଓ ପୁରୀରୁ ୭ ଜଣ ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି ।ଏହାକୁ ମିଶାଇ ରାଜ୍ୟରେ କରୋନା ସୁସ୍ଥତା ସଂଖ୍ୟା ୮୧୨ ରେ ପହଁଚିଲା। ଏହାସହ ୧୫୯୩ପଜିଟିଭ୍‌ଙ୍କ ଭିତରୁ ୭ ମୃତ, ୭୮୧ଚିକିତ୍ସିତ ହେଉଛନ୍ତି।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles