ରାଜ୍ୟରେ ଆଉ ୯୦କରୋନା ଆକ୍ରାନ୍ତ ସୁସ୍ଥ…

- Advertisement -

ଭୁବନେଶ୍ୱର:ଓଡିଶା ପାଇଁ ଏକ ଭଲ ଖବର ।ରାଜ୍ୟରେ ସୁସ୍ଥ ହେଲେ ଆଉ ୯୦ କରୋନା ପଜିଟିଭ ।ସେମାନେ ୨୩ ଜଣ ଜଗତସିଂହପୁରରୁ, ୨୨ ଜଣ ଯାଜପୁରରୁ, ୨୧ ଜଣ ଭଦ୍ରକରୁ, ୧୫ ଜଣ ଗଞ୍ଜାମରୁ, ୩ ଜଣ କଟକରୁ, ୨ ଜଣ ଖୋର୍ଦ୍ଧା ଏବଂ ସମ୍ବଲପୁରରୁ , ବାଲେଶ୍ବର ଏବଂ ନୟାଗଡ଼ରୁ ଜଣେ ଲେଖାଏଁ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆ ଯାଇଛି ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles