ଭୁବନେଶ୍ୱର : ବର୍ତ୍ତମାନ ସମୟରେ ଓଡ଼ିଶା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ରାଜ୍ୟରେ ଏବେ ଆଉ ଦୁଇ ଜଣ କରୋନା ପଜେଟିବ ଚିହ୍ନଟ ହୋଇଛନ୍ତି । ଜଣେ ଭୁବନେଶ୍ୱରର ବାସିନ୍ଦା । ଅନ୍ୟ ଜଣେ ଢେଙ୍କାନାଳରୁ ବୋଲି ସୂଚନା ମିଳିଛି ।ତାଙ୍କ ବୟସ ୫୧ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ପଜେଟିବଙ୍କ ସଂଖ୍ୟା 44ରେ ପହଞ୍ଚିଛି । ଯାହାକୁ ନେଇ ରାଜ୍ୟ ସରକାର ଙ୍କ ଚିନ୍ତା ବଢିଯାଇଛି ।