ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ…
( ) କୃଷ୍ଣପ୍ରସାଦ ବ୍ଲକ୍ରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ।
୧୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ।
ଦେଶର ୧୦୦ଟି ଶ୍ରେଷ୍ଠ ଆଇଟିଆଇ ମଧ୍ୟରେ ଓଡିଶାର ୧୦ଟି ।
ବିଶ୍ବ ନିଯୁକ୍ତି...
ଚିନ୍ତା ବଢ଼ାଉଛି ଓମିକ୍ରନ….
( ) ସବୁ ଜିଲ୍ଲାରେ ଓମିକ୍ରନ ଉପସ୍ଥିତି ଦେଖାଦେଲାଣି । ସଂକ୍ରମଣ ଆଗକୁ ଆହୁରି ବଢ଼ିବ । ଅଲଗା ରାଜ୍ୟରେ ଯେଭଳି ବଢ଼ୁଛି, ଆମ ରାଜ୍ୟରେ ବି ବଢ଼ିବ । ବର୍ତ୍ତମାନ ସୁଦ୍ଧା...
ବଢୁଛି ସଂକ୍ରମଣ…
( ) ରାଜ୍ୟରେ ସଂକ୍ରମଣ ବଢିଛି, ଆଗକୁ ବି ସଂକ୍ରମଣ ବଢିବର ସମ୍ଭାବନା ରହିଛି l ଦେଶର ବିଭିନ୍ନ ସହରରେ ସଂକ୍ରମଣ ବଢିଛି ଓ ସେହି ତୁଳନାରେ ଓଡିଶା ରେ ସଂକ୍ରମଣ ବଢିବା...
କନିଷ୍ଠ ଶିକ୍ଷକଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି
{ }କନିଷ୍ଠ ଶିକ୍ଷକଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି।
ଉପକୃତ ହେବେ ୩୩,୦୩୮ ଶିକ୍ଷକ।
( )ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି...
ଆଜିଠୁ ୧୫ରୁ୧୮ବର୍ଷ ପିଲାଙ୍କୁ ଟୀକା…
( )୧୫ ରୁ ୧୮ ବର୍ଷ ପିଲାଙ୍କ ଟୀକାକରଣ ଆରମ୍ଭ ହୋଇଛି। ଜାନୁଆରୀ ୧ ତାରିଖରୁ ପଞ୍ଜିକରଣ ଆରମ୍ଭ ହୋଇଥିଲା। ୩୧୯୩ ଟୀକାକରଣ କେନ୍ଦ୍ରରେ ଟୀକାକରଣ କରାଯିବ। କେବଳ ୯୩୯ କେନ୍ଦ୍ର ୧୫...
ଅପେକ୍ଷା ର ଅନ୍ତ; ପୌର ନିର୍ବାଚନ ପାଇଁ ଫିଟିଲା ବାଟ..
( ) ପୌର ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା
ଓ୍ୱାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ
ସବୁ ମ୍ୟୁନିସିପାଲ କମିଶନର ଓ ଜିଲ୍ଲାପାଳଙ୍କୁ ଚିଠି
ପୌର ପ୍ରଶାସନ ନିର୍ଦ୍ଦେଶକ ଲେଖିଲେ ଚିଠି
୨୦୧୧ଜନଗଣନା ଅନୁଯାୟୀ ହେବ...
ରାଜ୍ୟରେ ସଂକ୍ରମଣ ବଢିବା ନେଇ ସ୍ୱାସ୍ଥ୍ୟ ନିର୍ଦେଶକ ବିଜୟ ମହାପାତ୍ରଙ୍କ ପ୍ରତିକ୍ରିୟା…
{ } ଯେଉଁମାନେ ବିଦେଶରୁ ଫେରୁଛନ୍ତି ସେମନଙ୍କର ଟେଷ୍ଟ ହେଉଛି। ପିଜେଟିଭ ହେଲେ ଜିନମ ସିକୁନେସି କରାଯାଉଛି। ଗତକାଲି ୨୩ ଜଣ ଓମିକ୍ରନ ଭିତରୁ ୧୯ ଜଣଙ୍କ ଲକ୍ଷଣ ନାହିଁ। ଲକ୍ଷଣ ବହୁତ...
୨୩ଜଣ ଓମିକ୍ରନ ରୋଗୀ ଚିହ୍ନଟ….
{ }ଯେଉଁ ୨୩ ଜଣଙ୍କର ଓମିକ୍ରନ ଚିହ୍ନଟ ହେଇଛି ସେମାନଙ୍କ ମଧ୍ୟରୁ ୧୯ ଜଣ ପୁରୁଷ ୪ ଜଣ ମହିଳା।ସମସ୍ତଙ୍କ ବୟସ ୮ରୁ ୮୩ ବୟସ। ସର୍ବାଧିକ ୭ ଜଣ କେଉଁଝର ରୁ...
ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ସଂପୂର୍ଣ୍ଣ ପ୍ରସ୍ତୁତ…
( )ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇ ରାଜ୍ୟ ନିର୍ବାଚନ ଆୟୋଗ ସଂପୂର୍ଣ୍ଣ ପ୍ରସ୍ତୁତ। ଜିଲ୍ଲା କୁ ବାଲଟ ବକ୍ସ ପଠାଯାଇଛି। ଅନ୍ୟ ରାଜ୍ୟରୁ ବାଲଟ ବକ୍ସ ଆସିଛି। ଆମେ ନିଜେ ବି କିଛି...
ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ…
( )ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପରଲୋକରେ
ମୁଖ୍ୟମନ୍ତ୍ରୀଙ୍କ ଶୋକ।
{ }ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ...














