ଓଡିଶା ରାଜ୍ୟ ପୋଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର…
( )ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ
ଓଡିଶା ରାଜ୍ୟ ପୋଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର, ଏପର୍ଯ୍ୟନ୍ତ ୧୩୧ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
{}ସାଧାରଣ ଜୀବନରେ...
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନା ସାମିଲ ହେଲା କେନ୍ଦୁଝର ଜିଲ୍ଲା…
( )ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନା
ସାମିଲ ହେଲା କେନ୍ଦୁଝର ଜିଲ୍ଲା।
ଜିଲ୍ଲାର ୪ ଲକ୍ଷ ୨୦ ହଜାର ପରିବାର ପାଇବେ ସ୍ମାର୍ଟ କାର୍ଡର ସୁବିଧା
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ...
ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ଅଧିକରୁ ଅଧିକ ସରକାରୀ କାମ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…
( )ମହିଳା ମାନଙ୍କ ଅର୍ଥନୈତିକ ସଶକ୍ତିକରଣ ପାଇଁ ସରକାର ପ୍ରତିଶୃତିବଦ୍ଧ
ମିଶନ ଶକ୍ତି ଗୋଷ୍ଠୀର ମା ମାନଙ୍କୁ ଅଧିକରୁ ଅଧିକ ସରକାରୀ କାମ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ,
ଆବଶ୍ୟକ ସ୍ଥଳେ ପାରିଶ୍ରମିକ ବୃଦ୍ଧି କର
ବ୍ୟାଙ୍କ ସୁବିଧା...
ମାନବ ସମ୍ବଳ ପରିଚାଳନାରେ ୫-ଟି ନିତୀ…
{}ମାନବ ସମ୍ବଳ ପରିଚାଳନାରେ ୫-ଟି ନିତୀ
ନଭେମ୍ବର ୩୦ ସୁଦ୍ଧା ଇ-ସର୍ଭିସ୍ବୁକ୍ ଅପ୍ଡେଟ୍ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ।
( ) ମାନବ ସମ୍ବଳ ପରିଚାଳନାରେ ୫-ଟି ନୀତି ପ୍ରୟୋଗର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ...
ରାଜ୍ୟରେ ଏବେ ଚାଲିଛି ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ…
{ } ରାଜ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନିଙ୍କ ପ୍ରେସମିଟ।
ରାଜ୍ୟର ଏବେ ଭୋଟର ତାଲିକା ସଂଶୋଧନ କ୍ୟାମ୍ପେନ ଚାଲୁଛି । ତେଣୁ ଏହି ସମୟରେ ମୁଁ ସମସ୍ତଙ୍କୁ ଅପିଲ କରିବାକୁ ଚାହୁଁଛି...
BSKY ଯୋଜନାରେ ସାମିଲ ହେଲା ଝାରସୁଗୁଡା …
( )ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନା ସାମିଲ ହେଲା ଝାରସୁଗୁଡା ଜିଲ୍ଲା
ଜିଲ୍ଲାର ୧ ଲକ୍ଷ ୧୫ ହଜାର ପାଇବେ ସ୍ମାର୍ଟ କାର୍ଡର ସୁବିଧା
ହୀରାକୁଦ ବିସ୍ଥାପିତଙ୍କ ଦୀର୍ଘ ଦିନର ସମସ୍ୟା...
ଓଡ଼ିଶା ସାମ୍ବାଦିକ ୟୁନିୟନ୍ର ସୁବର୍ଣ୍ଣ ଜୟନ୍ତୀ ସମାରୋହ…
( )ଯାଜପୁର ଜିଲ୍ଲା ସାମ୍ବାଦିକ ୟୁନିୟନ୍ ସଂଘ ଦ୍ୱାରା ଆୟୋଜିତ ଓଡ଼ିଶା ସାମ୍ବାଦିକ ୟୁନିୟନର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଓ ସୁବର୍ଣ୍ଣ ଜୟନ୍ତୀ ସମାରୋହ ରବିବାର ଦିନ ମା’ ବିରଜାଙ୍କ ପୀଠ ତଥା...
କରୋନା ଲକ୍ଷଣରେ ପରିବର୍ତ୍ତନକୁ ନେଇ ଡ଼ଃ ନିରୋଜ ମିଶ୍ରଙ୍କ ପ୍ରତିକ୍ରିୟା…
( )କରୋନାର ଏବେ ଲକ୍ଷଣ ପରିବର୍ତ୍ତନ ହେଉଥିବାର ଦେଖାଯାଉଛି। କରୋନା ଯେଉଁ ଲକ୍ଷଣ ପରିବର୍ତ୍ତନ କରୁଛି ତାହା ବିପଦ ସୃଷ୍ଟି DX କରିବା ସମ୍ଭାବନା ନାହିଁ। ଯେପରିକି ତଣ୍ଟି ବଥା, ଅଧିକ ଜ୍ୱର,...
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନା ସାମିଲ ହେଲା ବରଗଡ…
( )ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନା ସାମିଲ ହେଲା ବରଗଡ ଜିଲ୍ଲା
ଜିଲ୍ଲାର ୩ ଲକ୍ଷ ୬୪ ହଜାର ପାଇବେ ସ୍ମାର୍ଟ କାର୍ଡର ସୁବିଧା।
ବିଜେପୁରର ୭୧ଟି ରୂପାନ୍ତରିତ ସ୍କୁଲ...
ରାଜ୍ୟ ସରକାରଙ୍କ ଦୁର୍ନୀତି ବିରୋଧୀ ଅଭିଯାନ ଜାରି : ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
( )ଆଉ ୮ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସରସ ମୁଦାୟ ୧୩୦।
{ }ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଆସିଛନ୍ତି। ସାଧାରଣ ଜୀବନରେ...














