ବଦଳିବ ଗଙ୍ଗାଧର ସ୍ମୃତି ପୀଠ ରୂପରେଖ…

{} ବରପାଲିରେ ଗଙ୍ଗାଧର ସ୍ମୃତି ପୀଠର ହେବ ରୂପାନ୍ତର, ମୁଖ୍ୟମନ୍ତ୍ରୀ ମଞ୍ଜୁର କଲେ ୨ କୋଟି କୋଟି ଟଙ୍କା, ନିର୍ମାଣ ହେବ କବି ଭବନ, ସ୍ମୃତି ଭବନ ଓ ଗଙ୍ଗାଧର ମେହର ପାର୍କ, ଓଡିଆ ସାହିତ୍ୟର ଏକ...

ଓଡିଆ ମାଧ୍ୟମ ବିଦ୍ୟାଳୟର ପିଲାମାନଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ…

() 5T ଉପକ୍ରମରେ ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡିଆ ମାଧ୍ୟମ ବିଦ୍ୟାଳୟର ପିଲାମାନଙ୍କୁ ମିଳିବ ମାଗଣା ପାଠ୍ୟପୁସ୍ତକ। ୨୦୨୪-୨୫ ଶିକ୍ଷା ବର୍ଷରୁ ଏହା କାର୍ଯ୍ୟକାରୀ ହେବ, ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। {}...

ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ…

()ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ବୃଦ୍ଧି ପାଇଁ ପ୍ରସ୍ତୁତ ହେବ ଅନୁକୂଳ ବାତାବରଣ, ବଦଳିବ ପ୍ରାଥମିକ ଶ୍ରେଣୀ ଗୃହ ପରିବେଶ ଦରିରେ ବସିବେ, ରଙ୍ଗୀନ ଡେକ୍ସରେ ଲେଖିବେ। କାନ୍ଥଚିତ୍ର, ଶୈକ୍ଷିକ ଉପକରଣ ବଢ଼ାଇବ...

ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ…

 () ବିଶ୍ଵ ଦେଶଜ ଅଧିବାସୀ ଦିବସ ଅବସରରେ , ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ଜଙ୍ଗଲ ଜମି ଉପରେ ସମସ୍ତ ଯୋଗ୍ୟ ବ୍ୟକ୍ତିଗତ ଓ ଗୋଷ୍ଠିଗତ ଅଧିକାର ସୁନିଶ୍ଟିତ ହେବ। ଜନଜାତି ମାନଙ୍କ...

ସୋଆରେ ଦୁଇ ଦିନିଆ ଜାତୀୟ ଜନଜାତି ସମ୍ମିଳନୀର ଶୁଭାରମ୍ଭ…

() ଲୋପ ପାଇବାକୁ ପାଉଥିବା ମୂଳ ଅଧିବାସୀଙ୍କ ଭାଷାକୁ ନେଇ ଲେଖକମାନଙ୍କ ଉଦ୍‌ବେଗ। ସୋଆରେ ଦୁଇ ଦିନିଆ ଜାତୀୟ ଜନଜାତି ସମ୍ମିଳନୀର ଶୁଭାରମ୍ଭ। {} ବିଶ୍ୱର ସ୍ଥାନୀୟ ଅଧିବାସୀମାନେ କଥା ହେଉଥିବା ୭୦୦୦ ଭାଷା ମଧ୍ୟରୁ...

ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ଭୁବନେଶ୍ୱର ମେୟରଙ୍କୁ ସ୍ମାରକ ପତ୍ର ପ୍ରଦାନ….

{} ଭୁବନେଶ୍ୱରରେ ଡେଙ୍ଗୁ ନିୟନ୍ତ୍ରଣ, ଜଳବନ୍ଦି ପରିସ୍ଥିତିର ସ୍ଥାୟୀ ସମାଧାନ ଏବଂ ମୁକୁଳା ଡ୍ରେନ୍ ଘୋଡ଼ାଇବା ଦାବିରେ ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ପକ୍ଷରୁ ଭୁବନେଶ୍ୱର ମେୟରଙ୍କୁ ସ୍ମାରକ ପତ୍ର ପ୍ରଦାନ। ()  ଆଜି ଭୁବନେଶ୍ୱର...

ମିନିମାଲ୍ ଇନ୍‌ଭେସିଭ୍ ସର୍ଜରୀ ଦ୍ୱାରା ୧୫ ବର୍ଷ ବାଳକର ଶରୀରରୁ ବଡ଼ ସ୍କଲ ବେସ୍ ଟ୍ୟୁମରକୁ ବାହାର କଲେ...

{} ମିନିମାଲ୍ ଇନ୍‌ଭେସିଭ୍ ସର୍ଜରୀ ଦ୍ୱାରା ୧୫ ବର୍ଷ ବାଳକର ଶରୀରରୁ ବଡ଼ ସ୍କଲ ବେସ୍ ଟ୍ୟୁମରକୁ ବାହାର କଲେ ସମ୍ ସର୍ଜନ। () ମିନିମାଲ୍ ଇନ୍‌ଭେସିଭ୍ ସର୍ଜରୀ ମାଧ୍ୟମରେ ଜଣେ ୧୫ ବର୍ଷୀୟ...

ବନ୍ଧୁତ୍ୱ : ସମୟ କ୍ରମେ….

() ହୃଦୟ ଯାହା ସହ ଆପେ ଆପେ ମିଶିଯାଏ ଓ ମନର ସବୁ କଥା ଯାହାକୁ କହିହୁଏ ସେ ହିଁ ବନ୍ଧୁ l ଏଥିପାଇଁ ନା ଦରକାର କିଛି ସ୍ଵାର୍ଥ ନା ସ୍ଵପ୍ନ...

ଗବେଷଣା ପ୍ରସ୍ତୁତିକୁ ନେଇ ଏନ୍‌ଆର୍‌ଡିସି ଟିମ୍‌ର ସୋଆ ପରିଦର୍ଶନ…

()  ନିକଟରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ଫାର୍ମାସ୍ୟୁଟିକାଲ୍ ପ୍ରସ୍ତୁତିକୁ ନେଇ ନୂଆଦିଲ୍ଲୀ ସ୍ଥିତ ନ୍ୟାସନାଲ ରିସର୍ଚ୍ଚ ଡେଭଲପ୍‌ମେଂଟ କର୍ପୋରେସନ୍ (ଏନ୍‌ଆର୍‌ଡିସି) ସହ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏକ ଟେକ୍ନୋଲୋଜି ଲାଇସେନ୍ସିଂ ଏଗ୍ରିମେଂଟ ସ୍ୱାକ୍ଷରିତ...

ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ କୁ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ….

{} ରୋଗୀଙ୍କ ଖାଦ୍ୟ ଅନୁଦାନରେ ୩୦ ପ୍ରତିଶତ ବୃଦ୍ଧିକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ। ଖର୍ଚ୍ଚ ହେବ ୬୪ କୋଟି ଟଙ୍କା, ଉପକୃତ ହେବେ ୪୨ ଲକ୍ଷରୁ ଅଧିକ ରୋଗୀ। () ଓଡିଶା ସରକାର ଉନ୍ନତ ସ୍ୱାସ୍ଥ୍ୟସେବା ପ୍ରଦାନ...

Follow us

20,832FansLike
0FollowersFollow
14,700SubscribersSubscribe

Latest news