ଓଡ଼ିଶା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଡ଼କ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ;ନବୀନ…

{} ଓଡ଼ିଶା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଡ଼କ୍ଟର ଦେବେନ୍ଦ୍ର ପ୍ରଧାନ ଙ୍କ ବିୟୋଗରେ ନବୀନ ପଟନାୟକ ଙ୍କ ଶୋକ। () ପୂର୍ବତନ କେନ୍ଦ୍ର ମନ୍ତ୍ରୀ ତଥା ରାଜ୍ୟ ବିଜେପି ର ପୂର୍ବତନ ସଭାପତି ଡ଼କ୍ଟର...

ଓଡ଼ିଶା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ….

{} ଓଡ଼ିଶା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ। ସେବା ଓ ସଂକଳ୍ପ ମନୋଭାବ ନେଇ ରାଜ୍ୟର ବିକାଶ ପାଇଁ ସ୍ୱର୍ଗତ ପ୍ରଧାନ ସାରା ଜୀବନ ଉତ୍ସର୍ଗ କରିଥିଲେ- ମୁଖ୍ୟମନ୍ତ୍ରୀ। ପୂର୍ବତନ କେନ୍ଦ୍ରମନ୍ତ୍ରୀ...

ଆଗକୁ ଆସୁଛି ରଙ୍ଗର ପର୍ବ ହୋଲି…

( ) ଆଗକୁ ରଙ୍ଗର ପର୍ବ ହୋଲି । ଏଥିପାଇଁ ଚଳଚଞ୍ଚଳ ଯାଜପୁର ସହର। ପ୍ରତ୍ୟେକ ହୋଲସେଲର ବା ସିଜନ୍ ହାଉସରେ ଖୁଚୁରା ବେପାରୀମାନଙ୍କର ଭିଡ଼ ଲାଗି ରହିଛି । ବଜାରରେ ଅନେକ...

କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କୁ ଆକ୍ରମଣ ଓ ଗୁଣ୍ଡାରାଜ ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ସରକାରୀ...

( ) ଆଜି ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ରଣଜିତ ପାତ୍ରଙ୍କ ନେତୃତ୍ୱରେ ଯୁବ କଂଗ୍ରେସର ଏକ ବିଶାଳ ରାଲି ଭୁବନେଶ୍ୱର କ୍ଲବ ଠାରୁ ବାହାରି ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ପର୍ଯ୍ୟନ୍ତ ଯାଇଥିଲା...

ମାର୍ଚ୍ଚ ୨୭ରେ ବିଧାନସଭା ଘେରିବ କଂଗ୍ରେସ…

• ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ବରିଷ୍ଠ ନେତୃବୃନ୍ଦଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ * ଗୃହରେ କଂଗ୍ରେସ ବିଧାୟକ ତାରାବାହିନି ପତିଙ୍କୁ ଆକ୍ରମଣ ଓ ନିଳମ୍ବିନକୁ ଦୃଢ଼ ବିରୋଧ ( ) ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ...

ହରିଦ୍ଵାରରେ ଏନ୍.ୟୁ.ଜେ (ଆଇ)ର ରାଷ୍ଟ୍ରୀୟ ଅଧିବେଶନ….

{ } ଜାତୀୟ ସାମ୍ବାଦିକ ୟୁନିଅନ୍ ଏନୟୁଜେ (ଆଇ) ର ଦ୍ଵିଦିବସୀୟ ରାଷ୍ଟ୍ରୀୟ ସମ୍ମିଳନୀ ଦେବଭୂମି ଉତ୍ତରାଖଣ୍ଡର ହରିଦ୍ଵାର ଠାରେ ଅନୁଷ୍ଠିତ ହୋଇଯାଇଅଛି। ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ ଭର୍ଚୁଆଲ ମାଧ୍ୟମରେ ସମ୍ମିଳନୀକୁ...

ଓଡ଼ିଶା ସରକାର ମହିଳାମାନଙ୍କୁ ସୁରକ୍ଷା ପ୍ରଦାନ କରିବାରେ ସଂପୂର୍ଣ ବିଫଳ ହୋଇଛି: କଂଗ୍ରେସ…

ଓଡ଼ିଶା ସରକାର ମହିଳାମାନଙ୍କୁ ସୁରକ୍ଷା ପ୍ରଦାନ କରିବାରେ ସଂପୂର୍ଣ ବିଫଳ ହୋଇଛି: କଂଗ୍ରେସ ରାଜ୍ୟ ଆଜି ଏକ ଅପରାଧ ପ୍ରବଣ ରାଜ୍ୟରୂପେ ପରିଗଣିତ ସାରା ଦେଶରେ ହେଉଛ : କଂଗ୍ରେସ ( )...

୧୨ବର୍ଷ ପରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଟାଇଟଲ ଜିତିଲା ଭାରତ…

() ଦୀର୍ଘ ୧୨ ବର୍ଷ ପରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ ଟାଇଟଲ ଜିତିଛି ଭାରତ । ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ, ଟିମ୍ ଇଣ୍ଡିଆ ଫାଇନାଲରେ ନ୍ୟୁଜିଲ୍ୟାଣ୍ଡକୁ ୪ ୱିକେଟରେ ପରାସ୍ତ କରି ଟ୍ରଫି...

ମା ବିରଜାଙ୍କ ସିଂହଦ୍ୱାର ଅନ୍ଧାର…

() ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜା।ଦେଶର ୫୧ଟି ଶକ୍ତିପୀଠ ମଧ୍ୟରୁ ମା ବିରଜା ପୀଠ ଅନ୍ୟତମ। ଦେଶର ଶକ୍ତିପୀଠ ମଧ୍ୟରେ ବିରଜା ପୀଠରେ କେବଳ ରଥଯାତ୍ରା ହୁଏ।ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ...

ଭକ୍ତଙ୍କ ସଂକଳ୍ପ ପଦଯାତ୍ରା ଚନ୍ଦନପୁର ରୁ ଯିବ ପୁରୀ……

0
() ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ଆହ୍ୱାନ କ୍ରମେ ଏବଂ ନେତୃତ୍ୱରେ ୩ ଦିନ ଧରି ଚାଲିବାକୁ ଥିବା ସଂକଳ୍ପ ପଦଯାତ୍ରାର ଦ୍ୱିତୀୟ ଦିବସରେ ସକାଳ ୮.୩୦ ଘଟିକା ସମୟରେ...

Follow us

20,832FansLike
0FollowersFollow
14,700SubscribersSubscribe

Latest news