ଝାରସୁଗୁଡ଼ା ହେବ ଦେଶର ୧ନମ୍ବର ଶିଳ୍ପ ସହର: ନବୀନ ପଟ୍ଟନାୟକ…
() ଝାରସୁଗୁଡ଼ା ହେବ ଦେଶର ୧ନମ୍ବର ଶିଳ୍ପ ସମୃଦ୍ଧି ସହର l ଝାରସୁଗୁଡ଼ା ବାସୀ ସବୁବେଳେ ବିକାଶ ସହ ରହିଆସିଛନ୍ତି l ତେଣୁ ଏଥର ମଧ୍ୟ ବିକାଶ ସହ ରହିବେ l ବିଜେଡି...
ତୃତୀୟ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ..
() ୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନ।
ଆଜି ପଞ୍ଚମ ଦିନରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ।
ଜୀବନର ସବୁ କ୍ଷେତ୍ରରେ ସାଧୁତା ରକ୍ଷା କରିବାକୁ ପିଲାଙ୍କୁ ପରାମର୍ଶ ଦେଲେ...
କେନ୍ଦୁପତ୍ର ହିତାଧିକାରୀ ମାନଙ୍କୁ ମୁଖ୍ୟନ୍ତ୍ରୀଙ୍କ ଭେଟି…
{} କେନ୍ଦୁପତ୍ର ହିତାଧିକାରୀ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କା ସହୟତା ପାଇବେ, ଉପକୃତ ହେବେ ୮ ଲକ୍ଷରୁ ଅଧିକ ହିତାଧିକାରୀ
୨୦୨୨ ଫସଲ ବର୍ଷରେ ସର୍ବକାଳୀନ ରେକର୍ଡ ପରିମାଣର ସହାୟତା – ୧୯୪...
ଜନସାଧାରଣଙ୍କ ଭାଗିଦାରୀର ପ୍ରକୃଷ୍ଟ ଉଦାହରଣ ହେଉଛି ସ୍କୁଲ ରୂପାନ୍ତର -ମୁଖ୍ୟମନ୍ତ୍ରୀ…
() ୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଚତୁର୍ଥ ଦିନ,
ଆଜି ଚତୁର୍ଥ ଦିନରେ ୫ଟି ଜିଲ୍ଲାର ୩୫୯ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ।
ଜନସାଧାରଣଙ୍କ ଭାଗିଦାରୀର ପ୍ରକୃଷ୍ଟ ଉଦାହରଣ ହେଉଛି ସ୍କୁଲ ରୂପାନ୍ତର -ମୁଖ୍ୟମନ୍ତ୍ରୀ।
ଆମେ ସବୁଥିରେ...
ବିକାଶ ହେବ ରଘୁନାଥ ମୁର୍ମୁଙ୍କ ସମାଧି ପୀଠ…
() ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର ବିକାଶ ପାଇଁ ୧୦ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ।
{} ଅଲଚିକି ଲିପିର ଉଦ୍ଭାବକ ଗୁରୁ ଗମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ପୀଠର...
୭ରେ ଦୀପାଳିଙ୍କ ପାଇଁ ପ୍ରଚାର କରିବେ ନବୀନ…
() ମେ ୧୦ତାରିଖ ଝାରସୁଗୁଡ଼ା ଉପ ନିର୍ବାଚନ l ଉପ ନିର୍ବାଚନ ପାଇଁ ଜୋରଦାର ହୋଇଛି ପ୍ରଚାର l ବିଜେଡି ପ୍ରାର୍ଥୀ ଦୀପାଳି ଦାସ ଙ୍କ ପାଇଁ ଭୋଟ ମାଗିବେ ମୁଖ୍ୟମନ୍ତ୍ରୀ ନବୀନ...
ଆଇଆଇଏମ୍ସିରେ ଓଡ଼ିଆ ସାମ୍ବାଦିକତା ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ…..
() ଆଇଆଇଏମ୍ସିରେ ଓଡ଼ିଆ ସାମ୍ବାଦିକତା ପାଠ୍ୟକ୍ରମରେ ନାମଲେଖା ପ୍ରକ୍ରିୟା ଆରମ୍ଭ ,
ଆବେଦନର ଶେଷ ତାରିଖ ମେ ୨୨...
{} ଭାରତୀୟ ଜନ ସଞ୍ଚାର ସଂସ୍ଥାନ (ଆଇଆଇଏମ୍ସି)ରେ ଓଡ଼ିଆ, ଉର୍ଦ୍ଦୁ, ମରାଠୀ ଓ ମାଲାୟଲମ ସାମ୍ବାଦିକତାରେ...
ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ…
{} ଅଗ୍ରିଆ ସମାଜ ପାଇଁ ଅଧ ଏକର ଜମି ଓ ତିନି କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ।
() ଅଗ୍ରିଆ ସମାଜ ପଶ୍ଚିମ ଓଡିଶାର ଏକ ପ୍ରମୁଖ ଗୋଷ୍ଠୀ । କୃଷି ଉପରେ...
ମହାନଦୀ ଆମର ଜୀବନ ଧାରା : ବିଜେଡି..
()ମହାନଦୀ ଜଳ ବିବାଦ ନେଇ ଟ୍ରିବ୍ୟୁନାଲ ଟିମ କଲମା ଅଞ୍ଚଳ ବୁଲିବା ନେଇ ବିଜେଡିର ବିଧାୟକ ଶଶୀ ଭୂଷଣ ବେହେରା ପ୍ରତିକ୍ରିୟା ରଖିଛନ୍ତି l ସେ କହିଛନ୍ତି ଯେ ମହାନଦୀ ଆମର ଜୀବନ...
47ଜଣ ଟ୍ରାଫିକ ପୋଲିସ କୁ ନିଯୁକ୍ତ ଦେଲେ ମୁଖ୍ୟମନ୍ତ୍ରୀ…
() ଖୋର୍ଦ୍ଧା ରେ ଶିଳ୍ପାଞ୍ଚଳ ପୁଲିସ ଷ୍ଟେସନ ଓ କେଉଁଝର ବଡବିଲ ରେ ଟ୍ରାଫିକ ପୋଲିସ ଷ୍ଟେସନ କୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ।
47 ନୂଆ ପଦବୀ ସୃଷ୍ଟି ।
{} ଖୋର୍ଦ୍ଧା ଶିଳ୍ପାଞ୍ଚଳ ପୋଲିସ ଆଉଟପୋଷ୍ଟ...