ଚଳିତ ଶିକ୍ଷା ବର୍ଷାରେ ସାମିଲ ହେବ ନାହିଁ ନୂଆ କୋର୍ସ….

0
ଚଳିତ ଶିକ୍ଷା ବର୍ଷାରେ ନୂଆ କୋର୍ସ ସାମିଲ ହେବ ନାହିଁ। ଆଗରୁ ଦୁଇଟି ଅଭିଭାବକ ଓ ଶିକ୍ଷକ ବୈଠକ ବସୁଥିଲା ଏବେ ତାହା ବର୍ଷକୁ ଚାରୋଟି ବସିବ।ସମଗ୍ର ରାଜ୍ୟରେ ସବୁ ସ୍କୁଲରେ ଗୋଟିଏ...

ସୋଆ ପକ୍ଷରୁ ବାର୍ଷିକ ବିଜ୍‌ନେସ୍ କନ୍‌କ୍ଲେଭ୍ “ସ୍କେଲର୍ଜ ୨୦୨୨” ଆୟୋଜିତ…

0
() ବିଶ୍ୱବିଦ୍ୟାଳୟରେ କିମ୍ବା କଲେଜରେ ଶିକ୍ଷା ଗ୍ରହଣ କରିବା ଗୁରୁତ୍ୱପୂର୍ଣ୍ଣ । କିନ୍ତୁ ଅନିଶ୍ଚିତ ଭବିଷ୍ୟତକୁ ସାମ୍ନା କରିବା ନିମନ୍ତେ ନିଜର ଜ୍ଞାନକୁ ବୃଦ୍ଧି କରିବା ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ନିହାତି ଆବଶ୍ୟକ ବୋଲି...

ଆଇ.ଏ.ଏସ୍. ପରୀକ୍ଷାରେ ରାଜ୍ୟର ସଫଳତା ହାର ବଢ଼ାଇବା ପାଇଁ ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀ ତରଫରୁ ସ୍ୱତନ୍ତ୍ର ପ୍ରୟାସ…

() UPSC Civil Services ଆଇ.ଏ.ଏସ୍. ପରୀକ୍ଷାରେ ରାଜ୍ୟର ସଫଳତା ହାର ବଢ଼ାଇବା ପାଇଁ ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀ ତରଫରୁ ସ୍ୱତନ୍ତ୍ର ପ୍ରୟାସ। ସର୍ବଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଓଡ଼ିଆ ଯୁବକଯୁବତୀମାନଙ୍କର ସଫଳତା...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଫୁ ମଲ୍ଲିକ…

() ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଇଫୁ ମଲ୍ଲିକ  ମୁଖ୍ୟମନ୍ତ୍ରୀଙ୍କ ଆଶୀର୍ବାଦ ମୋତେ ବହୁତ ଖୁସି ଦେଇଛି ...ଇଫୁ ମଲ୍ଲିକ  {} ନିଟ୍‌ ପରୀକ୍ଷାରେ କୃତୀତ୍ବ ହାସଲ କରି କୋରାପୁଟ ସହିଦ୍ ଲକ୍ଷ୍ଣଣ ନାୟକ ମେଡିକାଲ କଲେଜରେ ପାଠ...

ପଦ୍ମପୁର ର ବିଜୟ ୨୦୨୪ ନିର୍ବାଚନ ଉପରେ ପ୍ରଭାବ ପକାଇବ ବୋଲି କହିଲେ :ଦେବୀ ମିଶ୍ର…

() ପଦ୍ମପୁର ବିଜୟ ୨୦୨୪ ନିର୍ବାଚନ ଉପରେ ପ୍ରଭାବ ପକାଇବ। ଏବେବି ନବୀନଙ୍କ ଭାବମୂର୍ତ୍ତି ବଳବତ୍ତର ରହିଛି। ନବୀନଙ୍କ ଯୋଗୁଁ ଭୋଟ ପ୍ରତିଶତ ବଢୁଛି। ଲୋକଙ୍କ ଉପରେ ନବୀନଙ୍କ ପ୍ରଭାବ ରହିଛି। ସବୁ...

ସହଜ ହେବ ‘‘ଲିଜ୍ ହୋଲ୍ଡ’’ରୁ ପ୍ରି ହୋଲ୍ଡ୍ ପରିବର୍ତ୍ତନ…

() ସହଜ ହେବ ‘‘ଲିଜ୍ ହୋଲ୍ଡ’’ରୁ ପ୍ରି ହୋଲ୍ଡ୍ ପରିବର୍ତ୍ତନ, କ୍ଷମତା ବିକେନ୍ଦ୍ରିକରଣ ପାଇଁ ପ୍ରସ୍ତାବ ପ୍ରକ୍ରିୟା ତ୍ୱରାନ୍ୱିତ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ। {}  କଟକ ଓ ଭୁବନେଶ୍ୱରରେ ଭୁସଂପତି ଖଣ୍ଡିଏର ଚିରଦିନ...

ପଦମପୁରରେ ଐତିହାସିକ ବିଜୟ ହାସଲ କଲା ବିଜେଡି; ଧନ୍ୟବାଦ ଜଣାଇଲେ ମାନ୍ୟବର ମୁଖ୍ୟମନ୍ତ୍ରୀ …

() ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଧନ୍ୟବାଦ  ପଦମପୁରର ପ୍ରିୟ ଭାଇ ଓ ଭଉଣୀମାନେ, {} ଆପଣମାନଙ୍କୁ ସମସ୍ତଙ୍କୁ ମୋର ଜୁହାର ଏବଂ ଏହି ଅଭୂତପୂର୍ବ ବିଜୟ ପାଇଁ ଧନ୍ୟବାଦ। ଏହା ଆଉ କାହାର ବିଜୟ ନୁହେଁ। ଏହା...

ପୂର୍ବତନ ଛାତ୍ର ତଥା ଦମନ୍ ଚଳଚ୍ଚିତ୍ରର ଅଭିନେତା ଦୀପନ୍ୱିତ ଦାସମହାପାତ୍ରଙ୍କୁ ସୋଆ ପକ୍ଷରୁ ସମ୍ବର୍ଦ୍ଧନା….

() ବର୍ତମାନ ଚଳଚ୍ଚିତ୍ର ଜଗତରେ ଚହଳ ପକାଇଥିବା ଓଡ଼ିଆ ଚଳଚ୍ଚିତ୍ର “ଦମନ୍‌”ର ସହଅଭିନେତା ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୂର୍ବତନ ଛାତ୍ର ଦୀପନ୍ୱିତ ଦାଶମହାପାତ୍ରଙ୍କୁ ସାମାଜିକ ବାର୍ତା ପ୍ରଦାନ କରୁଥିବା ଏହି...

ଉଦ୍ୟୋଗୀ ହେବେ ମହିଳା…

() ମେକ୍ ଇନ୍ ଓଡିଶା ମହିଳା ଉଦ୍ୟୋଗୀ ଅଧିବେଶନ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ। ମିଶନ ଶକ୍ତି ଜିଲ୍ଲା ଫେଡେରେସନ ପାଇଁ ଏକ କୋଟି ଟଙ୍କା ର ରିଭଲ୍ଭିଂ ପାଣ୍ଠି ବ୍ଲକ ଫେଡେରେସନକୁ ପଚାଶ...

“ବାୟୁ-ଗୁରୁତ୍ୱପୂର୍ଣ୍ଣ ଜୀବନ ଶକ୍ତି’…

{} “ବାୟୁ-ଗୁରୁତ୍ୱପୂର୍ଣ୍ଣ ଜୀବନ ଶକ୍ତି’ସମ୍ମିଳନୀରେ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତନ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ଚୌବେଙ୍କ ଉଦ୍‌ବୋଧନ। () ଭାରତୀୟ ପରମ୍ପରାକୁ ଅସ୍ତ୍ର କରି ବାୟୁ ପ୍ରଦୁଷଣ ବିରୁଦ୍ଧରେ ଯୁଦ୍ଧ...

Follow us

20,832FansLike
0FollowersFollow
14,700SubscribersSubscribe

Latest news