ଆଜି ପବିତ୍ର ଜନ୍ମାଷ୍ଟମୀ: ଧରାବତଣ କରିବେ ପ୍ରଭୁ ଶ୍ରୀକୃଷ୍ଣ….

() ଭାଦ୍ରବମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିକୁ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମଦିବସ ବା ଜନ୍ମାଷ୍ଟମୀ ରୂପେ ପାଳନ କରାଯାଏ। ହିନ୍ଦୁମାନଙ୍କର ଏହା ଏକ ମୂଖ୍ୟ ପର୍ବ। ବେଦବାଣୀ ଓ ଜ୍ୟୋତିଷ ଗଣନାନୁସାରେ ଭଗବାନ ଶ୍ରୀକୃଷ୍ଣ...

ପାରଳାଖେମୁଣ୍ଡିରେ ଓୟୁଜେର ମହାସମାବେଶ : ଶାଣିତ ହେଲା ପେନସନ ଓ ସୁରକ୍ଷା ଦାବି ସ୍ୱର …

ପାରଳାଖେମୁଣ୍ଡି,୨୫l୮()-ରାଜ୍ଯ ସରକାର ସାମ୍ବାଦିକ ଙ୍କ ଦାୟିତ୍ବ ନେଇଛନ୍ତି। ନିକଟରେ ମୁଖ୍ଯମନ୍ତ୍ରୀ ଏହି ପ୍ରତିଶ୍ରୁତି ଦେଇଛନ୍ତି। ସଂଘର ଦାବି ଅତି ଜଥାର୍ଥ। ଏଣୁ ସରକାରଙ୍କ ସହ ଆଲୋଚନା କରି ଦାବି ଗୁଡିକର ସମାଧାନ କରାଯିବ।...

ସୋଆରେ ର‌୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ…

()  ର‌୍ୟାଗିଙ୍ଗ ବିରୋଧରେ ଫ୍ୟାକଲ୍ଟି, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଅଗଷ୍ଟ ୧୪ ରୁ ୧୮ ତାରିଖ ମଧ୍ୟରେ ର‌୍ୟାଗିଙ୍ଗ ବିରୋଧ...

ରେଳ ପ୍ରକଳ୍ପର ତ୍ୱରିତ କାର୍ଯ୍ୟାନ୍ଵୟନ୍ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେବେ – ମୁଖ୍ୟମନ୍ତ୍ରୀ 

()ଗତକାଲି କେନ୍ଦ୍ର ସରକାର ଓଡ଼ିଶା ପାଇଁ ୧୫ ହଜାର କୋଟି ଟଙ୍କାର ୬ଟି ଗୁରୁତ୍ଵପୂର୍ଣ୍ଣ ରେଳ ପ୍ରକଳ୍ପ ମଞ୍ଜୁର କରିବା ପରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକ ସେବା...

ଟଳମଳ ଆଳୁ ସ୍ଥିତି: ମନ୍ତ୍ରୀ କହିଲେ ଉତ୍ତରପ୍ରଦେଶରୁ ଆଳୁ ଆସିବ…

()ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ...

ଓଡିଆ ସାମ୍ବାଦିକତା ଦିବସ: ଓଡିଆ ସାମ୍ବାଦିକଙ୍କ ପାଇଁ ବଡ ଦିନ…

() ଆଜି ଓଡ଼ିଶାର ସାମ୍ବାଦିକଙ୍କ ପାଇଁ ଏକ ବଡ଼ଦିନ । ଆଜିର ଦିନକୁ ଅର୍ଥାତ୍‌ ପ୍ରତିବର୍ଷ ଅଗଷ୍ଟ ୪ ତାରିଖକୁ ଓଡ଼ିଶା ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଉଛି । ଏହି ଦିନ...

ରକ୍ତର ସମ୍ପର୍କଠାରୁ ବେଶ ଗଭୀର ବନ୍ଧୁତାର ସମ୍ପର୍କ…

() ଆଜି ବନ୍ଧୁତ୍ୱ ଦିବସ। ବନ୍ଧୁଙ୍କ ଲାଗି ଦିନଟିଏ। ଅଗଷ୍ଟ ମାସର ପ୍ରଥମ ରବିବାରକୁ ବିଶ୍ବରେ ଫ୍ରେଣ୍ଡସିପ ଡେ’ ବା ବନ୍ଧୁତ୍ୱ ଦିବସ ଭାବେ ପାଳନ କରାଯାଇଥାଏ। ରକ୍ତର ସମ୍ପର୍କ ଠାରୁ ବେଶ...

2024-25 ବଜେଟ୍‍ର ସଧାରଣ ଆଲୋଚନା ଉପରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଉତ୍ତର…

{} ମାନନୀୟା ବାଚସ୍ପତି ମହୋଦୟା ! ଜୟ ଜଗନ୍ନାଥ ! () ମୁଁ ଏହି ପବିତ୍ର ଗୃହରେ ଚଳିତ ମାସ 25 ତାରିଖରେ ବର୍ଷ 2024-25 ର ପୂର୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଥିଲି । 29...

ମୋହନଙ୍କ ବଜେଟ,ଗେମ ଚେଞ୍ଜର ନୁହେଁ, ନେମ ଚେଞ୍ଜର ବଜେଟ : ନବୀନ…

() ମୋହନ ସରକାରଂକ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ବଜେଟ ଗେମ ଚେଞ୍ଜର ନୁହେଁ, ନେମ ଚେଞ୍ଜର l ବଜେଟ କେବଳ ଜୁମଲା କରି ଲୋକଙ୍କୁ ଠକୁଛନ୍ତି ରାଜ୍ୟ ବିଜେପି ସରକାର...

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

{} ନୂଆ ଦିଲ୍ଲୀରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଳୁ ସମସ୍ୟାର ସମାଧାନ ପାଇଁ ଆଲୋଚନା। () ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନୂଆ ଦିଲ୍ଲୀ ଠାରେ ପଶ୍ଚିମ ବଙ୍ଗ...

Follow us

20,832FansLike
0FollowersFollow
14,700SubscribersSubscribe

Latest news