ଦେଶ ଦୁନିଆ Archives - Big News Odisha

୨୦୨୬ ସରକାରୀ କ୍ୟାଲେଣ୍ଡର : ୨୯ ଦିନ ସରକାରୀ ଛୁଟି, ୯ଦିନ ଇଚ୍ଛାଧିନ ଛୁଟି
୨୦୨୬ ବର୍ଷ ପାଇଁ ପ୍ରକାଶ ପାଇଛି ସରକାରୀ କ୍ୟାଲେଣ୍ଡର। ଏଥିରେ ୨୯ ଦିନ ସରକାରୀ ଛୁଟି ରହିଥିବା ବେଳେ ୯ଦିନ ଇଚ୍ଛାଧିନ ଛୁଟି ରହିଛି। ଆସନ୍ତା ବର୍ଷ ମାର୍ଚ୍ଚ ୫ ତାରିଖ ପଞ୍ଚାୟତିରାଜ ଦିବସ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନକୁ ସରକାରୀ ଛୁଟି ତାଲିକାରୁ ବାଦ ଦିଆଯାଇଛି। ୨୦୨୫ରେ ରାଜ୍ୟ ସରକାର ଏହି ଦିନକୁ କ୍ୟାଲେଣ୍ଡରରେ ଛୁଟି ଘୋଷଣା କରିଥିଲେ ବି ପରେ ଏକ ବିଜ୍ଞପ୍ତି ଜରିଆରେ ଏହାକୁ ବାତିଲ କରିଥିଲେ। ସେହିଭଳି ଦୀପାବଳି ଦିନକୁ ମଧ୍ୟ ସରକାରୀ ଛୁଟି ତାଲିକାରୁ ବାଦ ଦିଆଯାଇଛି। ତେବେ ସେପ୍ଟେମ୍ବର ୧୫ ନୂଆଖାଇ ଓ ସେପ୍ଟେମ୍ବର ୧୬ ନୂଆଖାଇ ପରଦିନ ଏହିଭଳି ଦୁଇ ଦିନ ଛୁଟି ଘୋଷଣା କରାଯାଇଛି। ମାର୍ଚ୍ଚ ୨୭ ତାରିଖ ଶ୍ରୀରାମନବମୀକୁ ସରକାରୀ ଛୁଟି କରାଯାଇଛି। ଅଗଷ୍ଟ ୨୭ ତାରିଖ ଝୁଲଣ ଯାତ୍ରାକୁ ମଧ୍ୟ ସରକାରୀ ଛୁଟି ବୋଲି କୁହାଯାଇଛି। ୨୦୨୫ରେ ସ୍ବାଧିନତା ଦିବସ ଓ ଜନ୍ମଷ୍ଟମୀ ଗୋଟିଏ ଦିନରେ ପଡିଥିଲା। ହେଲେ ୨୦୨୬ରେ ଜନ୍ମଷ୍ଟମୀ ଭିନ୍ନ ତାରିଖରେ ପଡୁଥିବାରୁ ସେପ୍ଟେମ୍ବର ୪କୁ ସରକାରୀ ଛୁଟି ଭାବେ ଘୋଷଣା କରାଯାଇଛି।

The post ୨୦୨୬ ସରକାରୀ କ୍ୟାଲେଣ୍ଡର : ୨୯ ଦିନ ସରକାରୀ ଛୁଟି, ୯ଦିନ ଇଚ୍ଛାଧିନ ଛୁଟି appeared first on Big News Odisha.

୨୦୩୫ ସୁଦ୍ଧା ସ୍ଥାପନ ହେବ ଭାରତର ମଡ୍ୟୁଲାର ଅନ୍ତରୀକ୍ଷ କେନ୍ଦ୍ର: ଇସ୍ରୋ ଅଧ୍ୟକ୍ଷ
() ମହାକାଶ ଗବେଷଣା ସଂସ୍ଥା ଅର୍ଥାତ୍ ଇସ୍ରୋ ମହାକାଶରେ ୨୦୩୫ ସୁଦ୍ଧା ଏକ ମଡ୍ୟୁଲାର ମହାକାଶ କେନ୍ଦ୍ର – “ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ୍‌’’ ସ୍ଥାପନ କରିବାର ଯୋଜନା ରଖିଛି ବୋଲି ବୁଧବାର ଇସ୍ରୋର ଅଧ୍ୟକ୍ଷ ତଥା ମହାକାଶ ବିଭାଗର ସଚିବ ଡକ୍ଟର ଭି. ନାରାୟଣନ୍ କହିଛନ୍ତି ।ବିଏଏସ୍‌ର ସ୍ଥାପନା ମହାକାଶ ଗବେଷଣା ଏବଂ ତତ୍‌ସମ୍ପର୍କିତ ଅତ୍ୟାଧୁନିକ ମହାକାଶ ପ୍ରଯୁକ୍ତି ବିଦ୍ୟା କ୍ଷେତ୍ରରେ ଭାରତର ସ୍ଥିତିକୁ ସୁଦୃଢ଼ କରିବ ବୋଲି ସେ କହିଛନ୍ତି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀ, ଗବେଷକ ଏବଂ ଫ୍ୟାକଲ୍ଟିମାନଙ୍କ ସହିତ ଆଲୋଚନା ପରିପ୍ରେକ୍ଷୀରେ ଏହି ସୂଚନା ଦେଇଛନ୍ତି ଇସ୍ରୋର ଅଧ୍ୟକ୍ଷ । ଭାରତର ପ୍ରଥମ ମାନବ ମହାକାଶ ମିଶନ, ‘ଗଗନାୟନ’ ୨୦୨୭ ମାର୍ଚ୍ଚ ସୁଦ୍ଧା କାର୍ଯ୍ୟକାରୀ ହେବା ନିମନ୍ତେ ପ୍ରଚେଷ୍ଟା ଚାଲିଥିବା ବେଳେ ଏଥି ନିମନ୍ତେ ୪ ଜଣ ଟେଷ୍ଟ ପାଇଲଟଙ୍କୁ ମହାକାଶଚାରୀ ଭାବେ ପ୍ରଶିକ୍ଷଣ ଦିଆଯାଉଥିବା ସେ ପ୍ରକାଶ କରିଛନ୍ତି । ଏହା ପୂର୍ବରୁ ମନୁଷ୍ୟ ନ ଥାଇ ଏହି ପରୀକ୍ଷା କରାଯିବ ।ସେହିପରି ୨୦୪୭ ସୁଦ୍ଧା ଭାରତ ବିଶ୍ୱରେ ଏକ ମହାକାଶ ଶକ୍ତି ଭାବେ ନିଜକୁ ପ୍ରସ୍ତୁତ କରିବାର ଲକ୍ଷ୍ୟ ରଖିଛି । ଏପର୍ଯ୍ୟନ୍ତ ଋଷିଆ, ଯୁକ୍ତରାଷ୍ଟ ଆମେରିକା ଏବଂ ଚୀନ୍ ହିଁ ମହାକାଶକୁ ମାନବ ପଠାଇବାରେ ସଫଳ ହୋଇପାରିଛନ୍ତି ବୋଲି ସେ କହିଥିଲେ । ଜଣେ ରକେଟ ବିଶେଷଜ୍ଞଭାବେ ପରିଚିତ ଡକ୍ଟର ନାରାୟଣନ କହିଥିଲେ ଯେ ଯଦିଓ ଭାରତର ମହାକାଶ ଅଭିଯାନ ୧୯୬୨ରେ ଆରମ୍ଭ ହୋଇଥିଲା ଏହି ଯାତ୍ରା ଖୁବ୍ ଲମ୍ବା ଥିଲା । ଦେଶ ଏବେ ଜଣେ ଭାରତୀୟଙ୍କୁ ନିରାପଦ ଭାବେ ଚନ୍ଦ୍ରକୁ ପଠାଇ ପୁଣି ସଫଳତାର ସହ ଫେରାଇ ଆଣିବା ନିମନ୍ତେ ଲକ୍ଷ୍ୟ ରଖିଛି ।  ସେ କହିଥିଲେ ୧୯୬୯ ମସିହାରେ ଯେତେବେଳେ ଇସ୍ରୋ ପ୍ରତିଷ୍ଠା ହୋଇଥିଲା ସେତେବେଳକୁ ଯୁକ୍ତରାଷ୍ଟ୍ର ଆମେରିକା ସଫଳତାର ସହ ନିଲ ଆର୍ମଷ୍ଟ୍ରଙ୍ଗଙ୍କୁ ଚନ୍ଦ୍ରକୁ ପଠାଇସାରିଥିଲା । ତେବେ ବିଳମ୍ବରେ ଆରମ୍ଭ ହେବା ସତ୍ୱେ ଇସ୍ରୋ ଖୁବ୍ ଦୃଷ୍ଟାନ୍ତମୂଳକ ବିକାଶ କରିପାରିଛି । ୧୯୮୦ ମସିହାରେ ପ୍ରଥମ ଥର ପାଇଁ ଭାରତ ମହାକାଶକୁ ୩୫ କେଜିର ସାଟେଲାଇଟ୍ ପଠାଇବାରେ ସଫଳ ହୋଇପାରିଥିଲା । ପରବର୍ତୀ ସମୟରେ ଭାରତ ୬ଟି ପିଢ଼ିର ଲଂଚ ଭେହିକଲ ନିର୍ମାଣ କରିବାକୁ ସକ୍ଷମ ହୋଇଛି । ମାତ୍ର ୨୭ ଦିନ ମଧ୍ୟରେ ଏକ ୪୦ ମହଲା ଉଚ୍ଚର ରକେଟ ପ୍ରସ୍ତୁତ କରିବା ଭାରତ ନିମନ୍ତେ ଏକ ଉଲ୍ଲେଖନୀୟ ସଫଳତା ବୋଲି ସେ କହିଥିଲେ । ଡ. ନାରାୟଣନ୍ କହିଥିଲେ ଯେ ଏପରି ଏକ ସମୟ ଥିଲା ଯେତେବେଳେ କ୍ରାୟୋଜେନିକ ଇଞ୍ଜିନ୍ ର ଜ୍ଞାନକୌଶଳ ନିମନ୍ତେ ଭାରତ ଅନ୍ୟ ଦେଶମାନଙ୍କର ସାହାଯ୍ୟ ଲୋଡ଼ି ଅପଦସ୍ତ ଓ ଅପମାନିତ ହୋଇଥିଲା । ମାତ୍ର ଦେଶ ଏହା ଏବେ ନିଜେ ନିର୍ମାଣ କରିବାକୁ ସକ୍ଷମ ଅଟେ । ଏ ପର୍ଯ୍ୟନ୍ତ ଭାରତ ୩ଟି କ୍ରାୟୋଜେନିକ ଇଞ୍ଜିନ୍ ପ୍ରସ୍ତୁତ କରିସାରିଥିବା ବେଳେ ସେଥିରୁ ୨ଟି ସଂପୂର୍ଣ୍ଣ ସ୍ୱଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ବୋଲି ସେ କହିଥିଲେ । ଭାରତ ପ୍ରଥମ ଦେଶ ଭାବେ ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରାୟାନ୍‌-୩କୁ ଅବତରଣ କରାଇପାରିବା ସହ ଚନ୍ଦ୍ରପୃଷ୍ଠରେ ଜଳର ସନ୍ଧାନ ପାଇପାରିଥିବା ଏକ ବିରାଟ ସଫଳତା ବୋଲି ପ୍ରକାଶ କରି ସେ ଭାରତ ଗୋଟିଏ ମିଶନ୍‌ରେ ମହାକାଶରେ ୧୦୦ରୁ ଅଧିକ ସାଟେଲାଇଟ୍ ସ୍ଥାପନ କରି ବିଶ୍ୱ ରେକର୍ଡ କରିଥିବା କହିଥିଲେ । ଭାରତ ହେଉଛି ଏକ ମାତ୍ର ଦେଶ ଯିଏକି ପ୍ରଥମ ପ୍ରୟାସରେ ହିଁ ମଙ୍ଗଳ ଗ୍ରହର ଅରବିଟରେ ପହଂଚିବାରେ ସକ୍ଷମ ହୋଇପାରିଛି ବୋଲି ସେ କହିଥିଲେ । ଡକ୍ଟର ନାରାୟଣନ୍ କହିଥିଲେ ଯେ ଚନ୍ଦ୍ରାୟାନ -୪ ଏକ ଜଟିଳ ମିଶନ ଭାବେ ଉଭା ହୋଇପାରେ । କାରଣ ଏହି ମିଶନ ଜରିଆରେ ଚନ୍ଦ୍ରରେ ଥିବା ପଦାର୍ଥକୁ ଆଣିବାର ଯୋଜନା ରଖାଯାଇଛି । ସେହିପରି ଭାରତ ଜାପାନ୍‌ର ସହଭାଗିତାରେ ଚନ୍ଦ୍ରାୟାନ-୫ ଲଂଚ୍ କରିବାର ଯୋଜନା ରଖିଥିବା ସେ କହିଛନ୍ତି । ସୋଆରେ ଆୟୋଜିତ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସୋଆର ଅନ୍ତରାଷ୍ଟ୍ରୀୟ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ତଥା ଆଇଆଇଟି ଖଡ଼ଗପୁରର ପୂର୍ବତନ ନିର୍ଦ୍ଦେଶକ ପ୍ରଫେସର ଦାମୋଦର ଆଚାର୍ଯ୍ୟ ଉପସ୍ଥିତ ଥିଲେ । ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଡକ୍ଟର ନାରାୟଣନ୍‌ଙ୍କୁ ସ୍ୱାଗତ କରିଥିବା ବେଳେ ଆଡିସ୍‌ନାଲ୍ ଡିନ୍ (ଷ୍ଟୁଡେଂଟ ଆଫେୟାର୍ସ) ଆଇଟିଇଆର ପ୍ରଫେସର ରେଣୁ ଶର୍ମା ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଆଇଟିଇଆର୍‌ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ୍‌, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ୍ ପ୍ରଫେସର ମଞ୍ଜୁଳା ଦାସ ଏବଂ ବିଭିନ୍ନ ଅନୁଷ୍ଠାନର ଡିନ୍ ମାନେ ଉପସ୍ଥିତ ଥିଲେ । ଛାତ୍ରମଙ୍ଗଳ ଡିନ୍ ପ୍ରଫେସର ଜ୍ୟୋତି ରଞ୍ଜନ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

The post ୨୦୩୫ ସୁଦ୍ଧା ସ୍ଥାପନ ହେବ ଭାରତର ମଡ୍ୟୁଲାର ଅନ୍ତରୀକ୍ଷ କେନ୍ଦ୍ର: ଇସ୍ରୋ ଅଧ୍ୟକ୍ଷ appeared first on Big News Odisha.

ଭୁବନେଶ୍ବରରେ ଇଣ୍ଡିଆନ୍ ସ୍ପେସ୍ ରିସର୍ଚ୍ଚର୍ ଅର୍ଗାନାଇଜେସନ୍ (ଇସ୍ରୋ)ର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ*
ଇଶ୍ରୋର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ ମଙ୍ଗଳବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ସୋଆ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ, ଆଇଏନ୍‌ଏଇ ଓଡ଼ିଶା ଶାଖାର ଅଧ୍ୟକ୍ଷ ତଥା ସୋଆ ଆନ୍ତର୍ଜାତିକ ଉପଦେଷ୍ଟା ମଣ୍ଡଳୀର ଅଧ୍ୟକ୍ଷ ପ୍ରଫେସର ଦାମୋଦର ଆଚାର୍ଯ୍ୟ ଏବଂ ଆଇଟିଇଆର ର ନିର୍ଦ୍ଦେଶକ ପ୍ରଫେସର ମାନସ କୁମାର ମଲ୍ଲିକ ସ୍ୱାଗତ ଜଣାଇଥିଲେ। ବୁଧବାର ସନ୍ଧ୍ୟାରେ ଶିକ୍ଷା ଓ ଅନୁସନ୍ଧାନ ବିଶ୍ଵବିଦ୍ୟାଳୟ କ୍ୟାମ୍ପସ ୨ ପରିସରରେ ଡ. ନାରାୟଣନ ସୋଆର ଫାକଲ୍ଟି ଏବଂ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ବକ୍ତୃତା ପ୍ରଦାନ କରିବେ ।

The post ଭୁବନେଶ୍ବରରେ ଇଣ୍ଡିଆନ୍ ସ୍ପେସ୍ ରିସର୍ଚ୍ଚର୍ ଅର୍ଗାନାଇଜେସନ୍ (ଇସ୍ରୋ)ର ଅଧ୍ୟକ୍ଷ ଡକ୍ଟର ଭି. ନାରାୟଣନ*  appeared first on Big News Odisha.

କୀଟ ଘଟଣା ଦୁଃଖଦାୟକ : ନେପାଳ ଛାତ୍ରଛାତ୍ରୀଙ୍କ ପାଇଁ ସାଇନ ଡାଏ କରିବା ଦୁର୍ଭାଗ୍ୟଜନକ ଉଚ୍ଚଶିକ୍ଷା ମନ୍ତ୍ରୀ
()ନେପାଳ ସହ ଭାରତ ଓ ଓଡ଼ିଶାର ସମ୍ପର୍କ ଜଗନ୍ନାଥଙ୍କ ପାଇଁ ଭଲ ରହିଛି. କୀଟ ଘଟଣା ଦୁଃଖଦାୟକ. ସମ୍ବେଦନା ଦେଉଛୁ. ଗୃହ ବିଭାଗ ତ୍ୱରିତ ପଦକ୍ଷେପ ନେଇ ଗିରଫ କରିଛି. ମୃତକଙ୍କ ମୋବାଇଲ ଫୋନ ଓ ଲାପଟପି ସିଜ ହୋଇଛି. ନେପାଳ ଛାତ୍ରଛାତ୍ରୀ ଆନ୍ଦୋଳନ କରିଥିଲେ. ବିଶ୍ଵବିଦ୍ୟାଳୟ ଓ ଭାରତୀୟ ବୈଦେଶିକ ମନ୍ତ୍ରାଳୟ ସହ ସମ୍ପର୍କରେ ଅଛି. ଜଣେ ଗିରଫ ହୋଇଛି. ଅନ୍ୟ ମାନେ ଯଦି ସମ୍ପୃକ୍ତ ଥିଲେ ଗିରଫ ହେବେ. ନେପାଳ ଛାତ୍ରଛାତ୍ରୀଙ୍କ ପାଇଁ ସାଇନ ଡାଏ କରିବା ଦୁର୍ଭାଗ୍ୟଜନକ. ସାଇନ ଡାଏ ଉଠିଲା. ସେମାନଙ୍କୁ ଫେରାଇବାକୁ OSRTC ର ସ୍ୱତନ୍ତ୍ର ବସ ସେମାନଙ୍କୁ ଫେରାଇ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି. ଶିକ୍ଷାନୁଷ୍ଠାନରୁ ଯେପରି ସେମାନଙ୍କୁ ଧମକ ନ ମିଳୁ ଭବିଷ୍ୟତରେ, ସରକାର ଏ ନେଇ ଯତ୍ନବାନ ଅଛନ୍ତି ବୋଲି   ଉଚ୍ଚଶିକ୍ଷା ମନ୍ତ୍ରୀ   ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି l

The post କୀଟ ଘଟଣା ଦୁଃଖଦାୟକ : ନେପାଳ ଛାତ୍ରଛାତ୍ରୀଙ୍କ ପାଇଁ ସାଇନ ଡାଏ କରିବା ଦୁର୍ଭାଗ୍ୟଜନକ ଉଚ୍ଚଶିକ୍ଷା ମନ୍ତ୍ରୀ appeared first on Big News Odisha.

ଗୁରୁ ବ୍ରହ୍ମା,ଗୁରୁ ବିଷ୍ଣୁ, ଗୁରୁ ଦେବ ମହେଶ୍ୱର…
() ଗୁରୁ ବ୍ରହ୍ମା,ଗୁରୁ ବିଷ୍ଣୁ, ଗୁରୁ ଦେବ ମହେଶ୍ୱର,ଗୁରୁ ସାକ୍ଷାତ ପରଂବ୍ରହ୍ମ ତସ୍ମୈଶ୍ରୀ ଗୁରବେ ନମଃ। ଆଜି ହେଉଛି ପବିତ୍ର ଗୁରୁ ଦିବସ। ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଦିବସ। ଡ.ସର୍ବପଲ୍ଲୀ ରାଧାକ୍ରିଷ୍ଣଙ୍କ ଜନ୍ମ ଦିବସ ଅବସରରେ ତାଙ୍କ ସ୍ମୃତିରେ ସମଗ୍ର ଭାରତରେ ଆଜିର ଦିନକୁ ଗୁରୁ ଦିବସ ରୂପେ ପାଳନ କରାଯାଏ। ଗୁରୁ ଶବ୍ଦର ଅର୍ଥ ହେଉଛି ‘ଗୁ’ ଅର୍ଥ ଅନ୍ଧକାର, ଓ ‘ରୁ’ ଅର୍ଥ ଆଲୋକ। ଅର୍ଥାତ ଅଜ୍ଞାନ ରୂପକ ଅନ୍ଧକାରକୁ ଦୂର କରି ଆଲୋକ ଭଳି ସଠିକ ରାସ୍ତା ଯିଏ ଦେଖାନ୍ତି ସେ ହେଉଛନ୍ତି ଗୁରୁ । ଗୁରୁ ଚିରକାଳ ନମସ୍ୟ ଓ ପୂଜ୍ୟ। ମା’ ବାପାଙ୍କ ପରେ ଗୁରୁ ହିଁ ଜଣେ ଯିଏ ଆମର ମାର୍ଗଦର୍ଶକ ସାଜନ୍ତି। ଆମକୁ ଅନେକ ଶିକ୍ଷା ଦିଅନ୍ତି ଆଉ ବେଳେବେଳେ ଆମକୁ ଶୃଙ୍ଖଳିତ କରିବା ପାଇଁ କଠୋର ଅନୁଶାସନକୁ ଯିଏ ଆପଣେଇଥାନ୍ତି, ସେ ହେଉଛନ୍ତି ଗୁରୁ।

କେବଳ ପାଠପଢିବା କ୍ଷେତ୍ରରେ ନୁହେଁ ନାଚ, ଗୀତ ହେଉ ଅବା ଖେଳକୁଦ ପରି ଅନେକ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ଗୁରୁ ହିଁ ମୁଖ୍ଯ ଭୂମିକା ଗ୍ରହଣ କରିଥାନ୍ତି। ଶିଷ୍ୟର ଚରିତ୍ର ଗଠନ ହେଉ କିମ୍ବା ତାକୁ ଭଲ ମଣିଷ ରୂପେ ଗଢ଼ି ତୋଳିବାରେ ଗୁରୁର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ୧୯୫୪ ମସିହାରେ ଶିକ୍ଷା ଏବଂ ରାଜନୀତିରେ ନିଜର ଯୋଗଦାନ ପାଇଁ ସର୍ବପଲ୍ଲୀ ରାଧାକ୍ରିଷ୍ଣଙ୍କୁ ଭାରତ ସମ୍ମାନରେ ସମ୍ମାନିତ କରଯାଇଥିଲା। ସେ ରାଜନୀତିରେ ଅସୀମ ହେବା ପରେ ହିଁ, ନିଜେ ନିଜକୁ ଶିକ୍ଷକ ରୂପେ ଗ୍ରହଣ କରିଥିଲେ। ଏହି କାରଣରୁ ସେପ୍ଟେମ୍ବର ୫ ତାରିଖକୁ ହିଁ ଗୁରୁ ଦିବସ ରୂପେ ପାଳନ କରାଯାଇଥାଏ। ବିଦ୍ୟାର୍ଥୀମାନଙ୍କ ପାଇଁ ଗୁରୁ ହେଉଛନ୍ତି ବନ୍ଧୁ, ଦାର୍ଶନିକ, ପଥ ପ୍ରଦର୍ଶକ ଏପରିକି ମଧ୍ୟ ସାକ୍ଷାତ ଈଶ୍ୱର ରୂପ, ତେଣୁ ଜଗନ୍ନାଥ ଦାସଙ୍କ ଭାଗବତରେ ଲେଖା ଅଛି ଗୁରୁଙ୍କୁ ନ ମଣିବ ନର, ଗୁରୁ ହିଁ ସାକ୍ଷାତ ଈଶ୍ୱର।

The post ଗୁରୁ ବ୍ରହ୍ମା,ଗୁରୁ ବିଷ୍ଣୁ, ଗୁରୁ ଦେବ ମହେଶ୍ୱର… appeared first on Big News Odisha.

ବିଧାନସଭାରେ ୧୭ଟି ପ୍ରସ୍ତାବ ମିଳିଛି ଅନୁମୋଦନ; ୧୫ବର୍ଷ ରୁ ଅଧିକ ଗଡିବନି ଗାଡ଼ି…
()  ସଂଧ୍ୟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ୫୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ 12ଟି ବିଭାଗର 17ଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି।

ଆପଣଙ୍କ ଅନୁମତିକ୍ରମେ ଗୃହର ମାନ୍ୟବର ସଦସ୍ୟମାନଙ୍କ ଅବଗତି ନିମନ୍ତେ କ୍ୟାବିନେଟରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ସଂପର୍କରେ ମୁଁ ତଥ୍ୟ ଉପସ୍ଥାପନ କରୁଛି ।

୧. ଓଡିଶା ପୋଷାକ ଓ ବୈଷୟିକ ବୟନଶିଳ୍ପ ନୀତି-୨୦୨୨ କ୍ୟାବିନେଟରେ ଅନୁମୋଦନ ଲାଭ କରିଛି ।

ଏହି ନୀତି ଓଡିଶାରେ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହିତ ଆନୁସଂଗିକ ଶିଳ୍ପ ପ୍ରତିଷ୍ଠାରେ ସହାୟକ ହେବ। ଏହି ନୀତିରେ ପୁଞ୍ଜି ବିନିଯୋଗ ସହାୟତା, ନିଯୁକ୍ତି ସହାୟତା ତଥା ବଜାର ବିକାଶ ସହାୟତା ନିମନ୍ତେ ପ୍ରୋତ୍ସାହନର ବ୍ୟବସ୍ଥା ରଖାଯାଇଛି ।

୨. ଓଡିଶା କାରଖାନା ଓ ବାଷ୍ପିତ୍ର ନିରୀକ୍ଷଣ ସେବା (ନିଯୁକ୍ତି ଓ ସେବା ସର୍ତ୍ତାବଳୀ ସଂଶୋଧନ ନିୟମାବଳୀ-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ତଦନୁଯାୟୀ ଏହି ସେବାର ମୂଳ ପଦବୀ ଆସିଷ୍ଟାଣ୍ଟ ଡାଇରେକ୍ଟର ଚୟନ ଲାଗି ଲିଖିତ ଓ ସାକ୍ଷାତକାର ପରୀକ୍ଷା ଲୋକସେବା ଆୟୋଗ ଦ୍ବାରା କରାଯିବ ।

୩. ଓଡିଆ ଚଳଚ୍ଚିତ୍ର ‘ଦମନ’କୁ ଟିକସମୁକ୍ତ କରିବା ପାଇଁ ପୂର୍ବ ନିଷ୍ପତ୍ତି କ୍ୟାବିନେଟ ଦ୍ବାରା ଅନୁମୋଦନ ଲାଭ କରିଛି ।

୪. ନୂତନ ପର୍ଯ୍ୟଟନ ନୀତି-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ବିନିଯୋଗକୁ ପୋତ୍ସାହିତ କରାଯିବା ସହିତ Health, Wellness ଓ ମେଡିକାଲ ଟୁରିଜିମ୍‌କୁ ପର୍ଯ୍ୟଟନ ଉଦ୍ୟୋଗ ଭାବେ ଅନୁମୋଦନ ଦେବା ପାଇଁ ବ୍ୟବସ୍ଥା ରହିଛି ।

୫. ବିଭିନ୍ନ ପଦବୀରେ ଭର୍ତ୍ତି ନିମନ୍ତେ ଥିବା ଶାରୀରିକ ମାନକ ମାପ ଏବଂ ଶାରୀରିକ ଦକ୍ଷତା ପରୀକ୍ଷା ପାଇଁ ସମନ୍ବିତ ନିଯୁକ୍ତି ପ୍ରକ୍ରିୟାର ନିୟମାବଳୀ-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ କରିଛି । ରାଜ୍ୟ ସରକାରଙ୍କ ଅଧୀନରେ ଥିବା ‘ଖ’ ଓ ‘ଗ’ ବର୍ଗ ଅନ୍ତର୍ଗତ ବିଭିନ୍ନ ପଦବୀର ନିଯୁକ୍ତି ପ୍ରକ୍ରିୟାକୁ ସୁବ୍ୟବସ୍ଥିତ କରିବା ଏହାର ଲକ୍ଷ୍ୟ।

୬. ଜୁନିଅର ଷ୍ଟେନୋଗ୍ରାଫର, ଜୁନିଅର ଟାଇପିଷ୍ଟ, ଡାଟା ଏଣ୍ଟ୍ରି ଅପରେଟର ଓ ଜୁନିଅର କ୍ଳର୍କ-କମ୍‌-ଟାଇପିଷ୍ଟ ପଦବୀ ପାଇଁ ମିଳିତ ନିଯୁକ୍ତି ପରୀକ୍ଷା ନିୟମାବଳୀ-୨୦୨୨କୁ ରାଜ୍ୟ କ୍ୟାବିନେଟର ଅନୁମୋଦନ କରିଛି । ଏହାଦ୍ବାରା ଏହି ପରୀକ୍ଷା ଗୁଡିକ ସୁବ୍ୟବସ୍ଥିତ ହେବା ସହିତ ପରୀକ୍ଷାର୍ଥୀ ଓ ରାଜ୍ୟ ସରକାରଙ୍କ ବ୍ୟୟ ଭାର ହ୍ରାସ ପାଇବ।

୭. ଅମଳ ପରବର୍ତ୍ତୀ କ୍ଷତି ଏବଂ ଉଦ୍ୟାନ କୃଷି ଉତ୍ପାଦର ବ୍ରାଣ୍ଡିଂ, ପ୍ୟାକେଜିଂ ଓ ମାର୍କେଟିଂ କ୍ଷେତ୍ରକୁ ସହାୟତା ଯୋଗାଇବା ସହ କୃଷକ ମାନଙ୍କୁ ଆର୍ଥିକ ସହାୟତା ଦେବା ଉଦ୍ଦେଶ୍ୟରେ ଅମଳ ପରବର୍ତ୍ତୀ ପରିଚାଳନା ଏବଂ ଉଦ୍ୟାନ କୃଷିର ଅମଳ ପରବର୍ତ୍ତୀ ବିପଣନରେ ସହାୟତା ଯୋଜନାଟି କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହା ଗ୍ରାମାଞ୍ଚଳରେ ଚାଷୀଙ୍କ ରୋଜଗାର ବୃଦ୍ଧି ସହିତ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ଏବଂ ଉଦ୍ୟାନ କୃଷିର ଦ୍ରୁତ ଆଧୁନିକୀକରଣରେ ସହାୟକ ହେବ ।

୮. ଓଡିଶାରେ ସଂଯୋଜନ କ୍ଷେତ୍ରର ବିକାଶ ପାଇଁ ଓଡିଶା ଲଜିଷ୍ଟିକ ପଲିସି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହା ବାଣିଜ୍ୟ ଓ ବାଣିଜ୍ୟ ପାଇଁ ଉପଯୁକ୍ତ ଗନ୍ତବ୍ୟସ୍ଥଳ ଭାବରେ ରାଜ୍ୟର ସ୍ଥିତିକୁ ସୁଦୃଢ କରିବ ଏବଂ ଯୋଗାଣ ଶୃଙ୍ଖଳକୁ ମଧ୍ୟ ମଜବୁତ କରିବ। ଏଥିରେ ସବୁଜ ଇନ୍ଧନର ବ୍ୟବହାରକୁ ମଧ୍ୟ ଉତ୍ସାହିତ କରାଯାଇଛି ।

୯. ଓଡିଶା ବେସାମରିକ ବିମାନ ଚଳାଚଳ ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହା ଆଞ୍ଚଳିକ, ଘରୋଇ ତଥା ଆନ୍ତର୍ଜାତିକ ବିମାନ ସଂଯୋଗକୁ ସୁଦୃଢ କରିବା ସହ ରାଜ୍ୟରେ ଉତ୍ତମ ବ୍ୟବସାୟିକ ଓ ନିଯୁକ୍ତି ପରିବେଶ ସୃଷ୍ଟି କରିବ।

୧୦. ରାଜ୍ୟ କ୍ୟାବିନେଟ ଏକ ନୂତନ Registered Vehicle Scrapping Facility Policy-୨୦୨୨କୁ ଅନୁମୋଦନ କରିଛି । ଯାନବାହନ ଜନିତ ବାୟୁ ପ୍ରଦୁଷଣ କମ୍‌ କରିବାରେ ଏହି ନୀତି ପ୍ରମୁଖ ଭୂମିକା ଗ୍ରହଣ କରିବ। ଏହାଦ୍ବାରା ୧୫ ବର୍ଷ ପୂରଣ କରିଥିବା ସମସ୍ତ ପୁରୁଣା ଗାଡିକୁ ସ୍କ୍ରାପିଂ କେନ୍ଦ୍ରରେ ସ୍କ୍ରାପ କରିବାକୁ ପଡିବ। ସ୍କ୍ରାପିଂ କରିଥିବା ବ୍ୟକ୍ତିମାନଙ୍କୁ ନୂଆ ଗାଡି କିଣିବା ପାଇଁ ପ୍ରୋତ୍ସାହନର ବ୍ୟବସ୍ଥା ରହିଛି ।

୧୧. ଓଡିଶା ଅକ୍ଷୟ ଶକ୍ତି ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ନୀତି ଜରିଆରେ ୨୦୩୦ ସୁଦ୍ଧା ରାଜ୍ୟରେ ବିଭିନ୍ନ ଉତ୍ସରୁ ପ୍ରାୟ ୧୧ ହଜାର ମେଗାୱାଟ ଅକ୍ଷୟ ଶକ୍ତି କ୍ଷମତା ହାସଲ କରିବାକୁ ଲକ୍ଷ୍ୟ ରଖାଯାଇଛି ।

୧୨. ଶିଳ୍ପ ନୀତି-୨୦୨୨କୁ ମଧ୍ୟ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି। ରାଜ୍ୟରେ ବଡ ଧରଣର ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଓଡିଶାକୁ ପୂର୍ବ ଭାରତର ଶିଳ୍ପ ହବ୍ କରିବା ଉପରେ ଏଥିରେ ଗୁରୁତ୍ବ ଆରୋପ କରାଯାଇଛି । ଏହି ନୀତି ଅନୁଯାୟୀ ଶିଳ୍ପ ଗୁଡିକୁ Thrust Sector, Priority Sector ଭାବରେ ବର୍ଗୀକୃତ କରାଯାଇଛି । ଏହି ନୂଆ ନୀତି ଅନୁଯାୟୀ ଏହି ଦୁଇ କ୍ଷେତ୍ରରେ ପ୍ରତିଷ୍ଠିତ ଶିଳ୍ପ ପାଇଁ ସର୍ବୋତ୍ତମ ପ୍ରୋତ୍ସାହନ ବ୍ୟବସ୍ଥା କରାଯାଇଛି ।

୧୩. ଓଡିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଏହି ନୀତି ଅନୁଯାୟୀ ଖାଦ୍ୟ ପ୍ରକ୍ରିୟାକରଣ ସହ ଜଡିତ ଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଗୁଡିକୁ ଆବଶ୍ୟକ ଭିତ୍ତିଭୂମି ସହାୟତା ଓ ଆର୍ଥିକ ପ୍ରୋତ୍ସାହନ ଯୋଗାଇଦେବା ଏହି ନୀତିର ଲକ୍ଷ୍ୟ ।

୧୪. ଓଡିଶା ରପ୍ତାନୀ ପଲିସି-୨୦୨୨ କ୍ୟାବିନେଟର ଅନୁମୋଦନ ଲାଭ କରିଛି। ଏହି ନୀତି ଅନୁଯାୟୀ ରପ୍ତାନୀ ପ୍ରତିଯୋଗିତାରେ ଉନ୍ନତି ଆଣିବା ସହ ଓଡିଶାକୁ ଭାରତର ୫ଟି ଶ୍ରେଷ୍ଠ ରାଜ୍ୟରେ ସାମିଲ କରିବା ଏବଂ ୨୦୨୬-୨୭ ସୁଦ୍ଧା ୩.୫ ଲକ୍ଷ କୋଟି ଟଙ୍କାର ରପ୍ତାନୀ ଲକ୍ଷ୍ୟ ରଖାଯାଇଛି।

୧୫. ଓଡିଶା ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଆସିଥିବା ବିଶୁଦ୍ଧ ପାନୀୟ ଜଳଯୋଗାଣ ସଂକ୍ରାନ୍ତୀୟ ଦୁଇଟି ପ୍ରସ୍ତାବ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ତଦନୁଯାୟୀ ଗଞ୍ଜାମ ଜିଲ୍ଲାର ପାତ୍ରପୁର, ଚିକିଟି, ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ୍‌ର ୬୩ଟି ପଞ୍ଚାୟତ ଓ ୪୭୯ଟି ଗ୍ରାମରେ ଜେ.ଜେ.ଏମ୍‌ ଯୋଜନାରେ ନିରାପଦ ପାନୀୟ ଜଳ ଯୋଗାଇ ଦିଆଯିବ। ଏଥିନିମନ୍ତେ ୩୮୬ କୋଟି ୯୬ ଲକ୍ଷ ୪୦ ହଜାର ୫ ଟଙ୍କାର ସର୍ବନିମ୍ନ ନିବିଦାକୁ କ୍ୟାବିନେଟ ଅନୁମୋଦନ କରିଛି । ସେହିପରି ଦ୍ବିତୀୟ ପ୍ରସ୍ତାବରେ ସୋନପୁର ଜିଲ୍ଲାର ତରଭା, ଉଲୁଣ୍ଡା, ସୋନପୁର ଓ ବୀରମହାରାଜପୁର ବ୍ଲକ୍‌ର ୬୪ଟି ଗ୍ରାମ ପଞ୍ଚାୟତର ୬୨୫ଟି ଗାଁରେ ନିରାପଦ ପାନୀୟ ଜଳ ଯୋଗାଇବା ପାଇଁ ୫୫୩ କୋଟି ୮୫ ଲକ୍ଷ ୮୨ ହଜାର ୭୦୦ ଟଙ୍କାର ସର୍ବନିମ୍ନ ନିବିଦାକୁ କ୍ୟାବିନେଟ ଅନୁମୋଦନ କରିଛି।

୧୬. ନ୍ୟାୟୋଚିତ କ୍ଷତିପୂରଣ ଅଧିକାର ଏବଂ ଭୂଅର୍ଜନ ପୁନର୍ବାସ ଓ ଥଇଥାନ କ୍ଷେତ୍ରରେ ସ୍ବଚ୍ଛତା ଆଇନ-୨୦୧୩ର ଧାରା-୨ର ଉପଧାରା-୨, ଧାରା-୧୪, ୧୯, ୨୪, ୨୫, ୪୬ ଓ ୮୭ର ସଂଶୋଧନକୁ ରାଜ୍ୟ କ୍ୟାବିନେଟର ଅନୁମୋଦନ ମିଳିଛି । ଏହାସହିତ ଉକ୍ତ ଆଇନରେ ଏକ ନୂତନ ଅଧ୍ୟାୟ ୩-ଏ, ନୂତନ ଧାରା ୧୦-ଏ ଓ ୩୩-ଏ କୁ ଅନ୍ତର୍ଭୁକ୍ତ କରିବାପାଇଁ ମଧ୍ୟ ରାଜ୍ୟ କ୍ୟାବିନେଟ ଅନୁମୋଦନ ଦେଇଛନ୍ତି । ଏହାଦ୍ବାରା ରାଜ୍ୟର ସାମାଜିକ, ଅର୍ଥନୈତିକ ଅଭିବୃଦ୍ଧି, ଦ୍ରୁତ ଶିଳ୍ପାୟନ ତଥା ଅଧିକରୁ ଅଧିକ ନିବେଶକ ମାନଙ୍କ ପାଇଁ ପୁଞ୍ଜି ନିବେଶ କରିବାର ସୁଯୋଗ ସୃଷ୍ଟି ହୋଇପାରିବ।

The post ବିଧାନସଭାରେ ୧୭ଟି ପ୍ରସ୍ତାବ ମିଳିଛି ଅନୁମୋଦନ; ୧୫ବର୍ଷ ରୁ ଅଧିକ ଗଡିବନି ଗାଡ଼ି… appeared first on Big News Odisha.

ଜୟଦେବ ଜେନା ଶେଷ ସୁଯୋଗ ଉପରେ ମନ୍ତବ୍ୟ ରଖିଲେ: ସୁର ଓ ତାରା…
() ଜୟଦେବ ଜେନା ଙ୍କ ୨୪ ଶେଷ ସୁଯୋଗ ମନ୍ତବ୍ୟକୁ ସମର୍ଥନ କଲେ ସୁର ଓ ତାରା। ତାରା କହିଲେ ସେ ବରିଷ୍ଠ ନେତା। ତାଙ୍କ କଥାରେ ନିହାତି କେତେକାଂଶ ରେ ସତ୍ୟତା ଅଛି। ଏକଜୁଟ ହୋଇ ଲଢ଼ିବାକୁ ହେବ। ଆମ ପାଖରେ ସୁଯୋଗ ଅଛି। ସୁର କହିଲେ ଆମେ ଏକ ଅଛୁ। କିନ୍ତୁ ମୋକିମ ଅଲଗା ହେଇ ରହୁଛନ୍ତି। ଏକଜୁଟ ନହେଲେ ୨୪ ରେ ଶାସନ କୁ ଆସିବା କଷ୍ଟକର ହେବ।

ତାରାପ୍ରସାଦ ବାହିନୀପତି, କଂଗ୍ରେସ ବିଧାୟକ

ସୁରେଶ ରାଉତରାୟ, କଂଗ୍ରେସ ବିଧାୟକ

The post ଜୟଦେବ ଜେନା ଶେଷ ସୁଯୋଗ ଉପରେ ମନ୍ତବ୍ୟ ରଖିଲେ: ସୁର ଓ ତାରା… appeared first on Big News Odisha.

ମହାମହିମ ହେଲେ ଓଡିଆ ଝିଅ…..
() ଦେଶର ୧୫ତମ ରାଷ୍ଟ୍ରପତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ପାଇଲେ ଭୋଟ ମୂଲ୍ୟ- ୫,୭୭,୭୭୭ l ଆସନ୍ତା ୨୫ତାରିଖରେ ସେ ଶପଥ ନେବେ l

The post ମହାମହିମ ହେଲେ ଓଡିଆ ଝିଅ….. appeared first on Big News Odisha.

ପର୍ଯ୍ୟଟନ ସ୍ଥଳୀ ର ବିକାଶ ପାଇଁ ଗୁରୁତ୍ବ ଦେଉଛନ୍ତି ସରକାର….
() ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ପର୍ଯ୍ୟଟନ ସ୍ଥଳୀ ର ବିକାଶ ପାଇଁ ସରକାର ଗୁରୁତ୍ବ ଦେଉଛନ୍ତି । ପ୍ରାଥମିକତା ଭିତ୍ତି ରେ ବଲାଙ୍ଗୀର ଜିଲ୍ଲାରେ ଥିବା ଭୀମ ପାହାଡ , ରାଣୀ ଝରିଆଲ , ହରିଶଙ୍କର ପର୍ଯଟନ ସ୍ଥଳ ର ବିକାଶ କରାଯିବ । ସ୍ଥିତି ଅନୁଧ୍ୟାନ ପରେ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି କହିଛନ୍ତି ପର୍ଯଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର । ଆଜି ପ୍ରଶ୍ନ କାଳ ରେ ବିଧାୟକ ଧୁର୍ବ ଚରଣ ସାହୁଙ୍କ ମୂଳ ପ୍ରଶ୍ନ ଓ ବିଧାୟକ ନରସିଂହ ମିଶ୍ର ଙ୍କ ଅତିରିକ୍ତ ପ୍ରଶ୍ନ ର ଉତ୍ତର ରଖି ବିଭାଗୀୟ ମନ୍ତ୍ରୀ କହିଛନ୍ତି , ୨୦୧୬ ପର୍ଯଟନ ନୀତି ଅନୁଯାୟୀ ରାଜ୍ୟ ସରକାର ପର୍ଯ୍ୟଟନ ସ୍ଥଳୀ ଗୁଡିକ ର ଭିତ୍ତି ଭୂମି ର ବିକାଶ ଜାରି ରଖିଛନ୍ତି । ହୋଟେଲ , ଷ୍ଟାର ହୋଟେଲ, ମୌଜ ପ୍ରମୋଦ ଉଦ୍ଦ୍ୟାନ , ଖୋଲିବା ପାଇଁ ପଦକ୍ଷେପ ନିଆଯାଉଛି । ସେହିପରି କୋରାପୁଟ ଜିଲ୍ଲାର ଦେଓମାଳୀ , ଗୁପ୍ତେଶ୍ୱର ଓ ମାଛକୁଣ୍ଡ କୁ ପର୍ଯ୍ୟଟକ ସ୍ଥଳୀ କୁ ଘୋଷଣା କରାଯାଇଛି । ହେଲେ ଏଠାରେ ଟଙ୍କା ଟିଏ ମଧ୍ୟ ଖର୍ଚ୍ଚ କରାଯାଉନଥିବା ଅଭିଯୋଗ କରିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି। ସେପଟେ ମନ୍ତ୍ରୀ ତାଙ୍କ ଉତ୍ତର ରେ କହିଛନ୍ତି, ଏହି ପ୍ରସଙ୍ଗରେ ଅନୁଧ୍ୟାନ ପରେ ପଦକ୍ଷେପ ନିଆଯିବ।

The post ପର୍ଯ୍ୟଟନ ସ୍ଥଳୀ ର ବିକାଶ ପାଇଁ ଗୁରୁତ୍ବ ଦେଉଛନ୍ତି ସରକାର…. appeared first on Big News Odisha.

ଦେଶରେ ବଢୁଛି ସଂକ୍ରମଣ…
() ସମଗ୍ର ଦେଶରେ ସଂକ୍ରମଣ ବଢୁଛି । ଆମର ବି 500 ରୁ 600 ଭିତରେ ରହୁଛି । ପ୍ରଥମ ଲହର ଆଉ ବର୍ତ୍ତମାନ ଭିତରେ ବହୁତ ଫରକ ରହିଛି । ଫରକ ହେଉଛି ପ୍ରଥମ ଓ ଦ୍ୱିତୀୟ ଲହରରେ 15 ପ୍ରତିଶତ ଲୋକେ ମେଡ଼ିକାଲ ଯାଉଥିଲେ । ଏବେ 3360 ଆକ୍ଟିଭ କେସ ମଧ୍ୟରୁ 28 ଜଣ ହସ୍ପିଟାଲରେ ରହିଛନ୍ତି । ଯାହା କି ବହୁତ ନଗଣ୍ୟ । ଏହାର ଅର୍ଥ ଅଧିକାଂଶ ଲୋକେ ବିନା ଲକ୍ଷଣ ଯୁକ୍ତ ରହୁଛନ୍ତି । ଆଉ ଯଦି ଲକ୍ଷଣ ରହିଛି ସେମାନେ ଅଧିକ ସିଭିୟର ହେଉ ନାହାନ୍ତି କି ଡାକ୍ତର ଖାନା ଯାଉ ନାହାଁନ୍ତି। ଯେଉଁମାନେ ବହୁବିଧ ରୋଗରେ ଆକ୍ରାନ୍ତ ସେମାନେ ଟିକିଏ ମେଡ଼ିକାଲ ର ଆବଶ୍ୟକ କରୁଛନ୍ତି ।

ଆମର ସେହି ଓମିକ୍ରନ ଭ୍ୟାରିୟଣ୍ଟ ରହିଛି । ଗତ 4 ମାସ ହେବ ଡେଲଟା ର ଉପସ୍ଥିତି ଆଉ ନାହିଁ ଆମ ରାଜ୍ୟରେ। ବର୍ତ୍ତମାନ ସୁଦ୍ଧା ଡେଲଟା ପରି ଭୟଙ୍କର ହେବା ଭଳି କୌଣସି ଭ୍ୟାରିୟଣ୍ଟ ଚିହ୍ନଟ ହୋଇନାହିଁ । ଆମେ ଏବେ ବି ଅପିଲ କରୁଛୁ ଲକ୍ଷଣ ଯୁକ୍ତ ଲୋକେ ପରୀକ୍ଷା କରି ଆଇସୋଲେଟ ହୁଅନ୍ତୁ । ଆମ ରାଜ୍ୟର ଉପର ମୁହାଁ ହେଉଥିବା ଟ୍ରେଣ୍ଡ କିଛି ପରିମାଣରେ ବଢ଼ିବ ମାତ୍ର ସେପରି ଭୟଙ୍କର ହେବ ନାହିଁ । ଯାହା ଅନୁମାନ କରାଯାଉଛି ଏହା ବେଶୀ ଦିନ ରହିବ ନାହିଁ । ଖୁବଶୀଘ୍ର ତଳମୁହାଁ ହେବ । ପଘରୋଇ ହସ୍ପିଟାଲରେ କୋଭିଡ ପରୀକ୍ଷା ଲାଗି ଅଧିକ ଟଙ୍କା ନିଆଯାଉ ଥିବା ନେଇ ପ୍ରତିକ୍ରିୟା ସରକାରୀ ବ୍ୟବସ୍ଥା ରେ ମାଗଣା ହେଉଛି । ଲୋକେ ଘରୋଇ ହସ୍ପିଟାଲକୁ କାହିଁକି ଯାଉଛନ୍ତି । ଆମେ ସରକାରୀ ବ୍ୟବସ୍ଥାରେ ମାଗଣାରେ ଲୋକ ଙ୍କୁ ଡାକୁଛୁ ଆସିକି ଟେଷ୍ଟିଂ କରିବା ପାଇଁ । ଓଡିଶା ଏକମାତ୍ର ରାଜ୍ୟ ଯେଉଁଠି ମାଗଣା ଟେଷ୍ଟିଂ ଟ୍ରିଟମେଣ୍ଟ ମାଗଣା ନେବା ଆଣିବା ପାଇଁ ବ୍ୟବସ୍ଥା କରାଯାଇଛି । ଲୋକେ ତାହାର ସୁବିଧା ନିଅନ୍ତୁ।

ନିରଞ୍ଜନ ମିଶ୍ର, ଜନ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

The post ଦେଶରେ ବଢୁଛି ସଂକ୍ରମଣ… appeared first on Big News Odisha.