ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ- ୨ ନିମନ୍ତେ ୫୦ ସିଟ ବୃଦ୍ଧି କଲା ଏନ୍ ଏମ୍ ସି
ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ ହସ୍ପିଟାଲ କ୍ୟାମ୍ପସ-୨ରେ ଚଳିତ ଶିକ୍ଷାବର୍ଷରୁ ଏମବିବିଏସ୍ ପାଠ୍ୟକ୍ରମ ନିମନ୍ତେ ୫୦ଟି ସିଟ୍ ବୃଦ୍ଧି କରିବାକୁ ଜାତୀୟ ମେଡିକାଲ କମିଶନ (ଏନ୍ ଏମ୍ ସି) ଅନୁମୋଦନ...
ସୋଆ ପ୍ରତିଷ୍ଠାତା ସଭାପତି ଓ ଏନ୍ଆଇଟି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ
ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ଶନିବାର ସୋଆ ମୁଖ୍ୟ କାର୍ଯ୍ୟାଳୟରେ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ନ୍ୟାସ୍ନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲଜି, ଅରୁଣାଚଳ ପ୍ରଦେଶର ନିର୍ଦ୍ଦେଶକ...
ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ସୋଆ ଫ୍ୟାକଲ୍ଟି ମନୋନୀତ
ଶିକ୍ଷା, ଗବେଷଣା ଓ ସାମାଜିକ ସଶକ୍ତିକରଣ କ୍ଷେତ୍ରରେ ଉଲ୍ଳେଖନୀୟ ଅବଦାନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଆସୋସିଏଟ୍ ପ୍ରଫେସର ଡକ୍ଟର ସ୍ୱୟଂପ୍ରଭା ଶତପଥୀଙ୍କୁ ଇଣ୍ଡିଆ ଚେଞ୍ଜ ମେକର ୨୦୨୫ ଭାବେ ମନୋନୀତ...
ଜନତାଙ୍କ ସମସ୍ୟା ସହ ଜଡ଼ିତ ହୋଇ ରାଜ୍ୟବାସୀଙ୍କ ସ୍ୱର ହୁଅ: ନବୀନ ପଟ୍ଟନାୟକ
ଜନତାଙ୍କ ସମସ୍ୟା ସହ ଜଡ଼ିତ ହୋଇ ରାଜ୍ୟବାସୀଙ୍କ
ସ୍ୱର ହୁଅ: ନବୀନ ପଟ୍ଟନାୟକ
ରାଜ୍ୟର ସାମ୍ପ୍ରତିକ ସ୍ଥିତି ଓ ସରକାରଙ୍କ ଜନବିରୋଧୀ କାର୍ଯ୍ୟକୁ ନେଇ ଦଳୀୟ ନେତାଙ୍କ ସହ ବିସ୍ତୃତ ଆଲୋଚନା
ରାଜ୍ୟବାସୀଙ୍କ ସ୍ୱର ହିସାବରେ ଲୋକଙ୍କ...
ଅରୁଣଙ୍କ ଗଣତନ୍ତ୍ର ସୁରକ୍ଷା ବାଣୀ, ଆଣିବ କି ବିପ୍ଳବ
ବରିଷ୍ଠ ବିଜେଡି ବିଧାୟକ ଡକ୍ଟର ଅରୁଣ ସାହୁ ଗଣତନ୍ତ୍ର ବ୍ୟବସ୍ଥାରେ ସୁଧାର ଆଣିବାକୁ ପ୍ରୟାସ ଆରମ୍ଭ କରିଛନ୍ତି। ଲୋକସଭା, ରାଜ୍ୟସଭା, ବିଧାନସଭା , ବିଧାନ ପରିଷଦରେ ବିତର୍କ ଗଣତନ୍ତ୍ର ଶାସନକୁ ସଶକ୍ତ କରିଥାଏ।...
ରାଜ୍ୟରେ ସାର ଅଭାବ ପାଇଁ ସରକାର ଦାୟୀ: ବିଜେଡି
ରାଜ୍ୟରେ ସାରର ଅଭାବକୁ ନେଇ କୃଷକମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ, ବିଜୁ ଜନତା ଦଳ ରାଜ୍ୟ ସରକାରଙ୍କୁ ଏଥିପାଇଁ ଦାୟୀ କରିଛି। ଦଳର ବରିଷ୍ଠ ନେତା ତଥା ବିଧାୟକ ଡ....
ରାଜ୍ୟ ରାଜନୀତିରେ ପାଣ୍ଡିଆନ ଭୂତ: ଲାଗୁଛି ନାଁ ଲଗାଯାଉଛି
୨୦୨୪ ନିର୍ବାଚନରେ ଓଡିଶା ରାଜନୀତିରେ ପାଣ୍ଡିଆନ ଚର୍ଚ୍ଚାରେ ଶୀର୍ଷରେ ଥିଲେ। ପାଣ୍ଡିଆନ କାମ କରିବାର କାର୍ଯ୍ୟଶୈଳୀ ଯେତିକି ପ୍ରଶଂସାର ପାତ୍ର ଥିଲା ରାଜନୈତିକ ସଭା ସମିତି ସେତିକି ସମାଲୋଚନା ଥିଲା । ଆଉ...
ଗଣେଶ ପୂଜାମଣ୍ଡପ ବୁଲିଲେ ବବି
ଯାଜପୁର ସହରର ବିଭିନ୍ନ ଗଣେଶ ପୂଜା ମଣ୍ଡପ ପରିଦର୍ଶନ କରିଛନ୍ତି ବିଜେଡି ଉପ ସଭାପତି ପ୍ରଣବ ପ୍ରକାଶ ଦାସ(ବବି)। ବିଘ୍ନହର୍ତ୍ତା ଶ୍ରୀ ଗଣେଶଙ୍କ ନିକଟରେ ଭକ୍ତି ଓ ଶ୍ରଦ୍ଧାରେ ପ୍ରାର୍ଥନା କରି ଯାଜପୁରବାସୀଙ୍କ...
ଚିନ୍ମୟ ଯୁବ ଓ ଇପ୍ସିତା କାନ୍ଧରେ ଛାତ୍ର ବିଜେଡ଼ି
ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ଛାତ୍ର ସଂସଦ ସଭାପତି ଚିନ୍ମୟ ସାହୁ ଯୁବ ବିଜେଡି ସଭାପତି ଭାବେ ଦାୟିତ୍ଵ ଦେଇଛି ବିଜେଡି। ଚିନ୍ମୟ ସାହୁଙ୍କ ସାଙ୍ଗଠନିକ ଦକ୍ଷତା ଦେଖି ତାଙ୍କୁ ନବୀନ ଏହି ଗୁରୁ...
ଜାତି ପ୍ରମାପତ୍ର କେଳେଙ୍କାରୀ: ଇସ୍ତଫା ଦିଅନ୍ତୁ ସ୍ୱାସ୍ଥ୍ୟମନ୍ତ୍ରୀ, ନଚେତ ମୁଖ୍ୟମନ୍ତ୍ରୀ ବରଖାସ୍ତ କରନ୍ତୁ
ଆଇନରୁ ଉର୍ଧ୍ଵରେ କି ମନ୍ତ୍ରୀ ମୁକେଶ ?
ଜାତି ପ୍ରମାଣପତ୍ର କେଳେଙ୍କାରୀ: ଇସ୍ତଫା ଦିଅନ୍ତୁ, ନଚେତ ମୁଖ୍ୟମନ୍ତ୍ରୀ ବରଖାସ୍ତ କରନ୍ତୁ
ଭୁବନେଶ୍ୱର ସ୍ଥିତ ପ୍ରଦେଶ କଂଗ୍ରେସ ଭବନ ଠାରେ ଓଡିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର...














