ପାରଳାଖେମୁଣ୍ଡିରେ ଓୟୁଜେର ମହାସମାବେଶ : ଶାଣିତ ହେଲା ପେନସନ ଓ ସୁରକ୍ଷା ଦାବି ସ୍ୱର …
ପାରଳାଖେମୁଣ୍ଡି,୨୫l୮()-ରାଜ୍ଯ ସରକାର ସାମ୍ବାଦିକ ଙ୍କ ଦାୟିତ୍ବ ନେଇଛନ୍ତି। ନିକଟରେ ମୁଖ୍ଯମନ୍ତ୍ରୀ ଏହି ପ୍ରତିଶ୍ରୁତି ଦେଇଛନ୍ତି। ସଂଘର ଦାବି ଅତି ଜଥାର୍ଥ। ଏଣୁ ସରକାରଙ୍କ ସହ ଆଲୋଚନା କରି ଦାବି ଗୁଡିକର ସମାଧାନ କରାଯିବ।...
ସୋଆରେ ର୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ…
() ର୍ୟାଗିଙ୍ଗ ବିରୋଧରେ ଫ୍ୟାକଲ୍ଟି, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଅଗଷ୍ଟ ୧୪ ରୁ ୧୮ ତାରିଖ ମଧ୍ୟରେ ର୍ୟାଗିଙ୍ଗ ବିରୋଧ...
ଓଡ଼ିଶାରେ ସୋଆ ଡିମ୍ଡ ବିଶ୍ୱବିଦ୍ୟାଳୟ ଟପର….
ଶିକ୍ଷା ଓ ଅନୁସନ୍ଧାନ ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ,
ସାମଗ୍ରିକ ଶିକ୍ଷାନୁଷ୍ଠାନ ତାଲିକାରେ ଦେଶରେ ୨୪ ତମ ()ଦେଶର ୧୪ତମ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟର ମାନ୍ୟତା ଲାଭ କରିଛି ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ)...
ରେଳ ପ୍ରକଳ୍ପର ତ୍ୱରିତ କାର୍ଯ୍ୟାନ୍ଵୟନ୍ ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ସହଯୋଗ ଯୋଗାଇ ଦେବେ – ମୁଖ୍ୟମନ୍ତ୍ରୀ
()ଗତକାଲି କେନ୍ଦ୍ର ସରକାର ଓଡ଼ିଶା ପାଇଁ ୧୫ ହଜାର କୋଟି ଟଙ୍କାର ୬ଟି ଗୁରୁତ୍ଵପୂର୍ଣ୍ଣ ରେଳ ପ୍ରକଳ୍ପ ମଞ୍ଜୁର କରିବା ପରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକ ସେବା...
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ମନ୍ତ୍ରୀଙ୍କ ଦିଲ୍ଲୀ ଗସ୍ତ
ଭୁବନେଶ୍ୱର-ତା. ୧୦.୦୮.୨୦୨୪-ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ ବିଭାଗ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଚାରି ଦିନିଆ ଦିଲ୍ଲୀ ଗସ୍ତ କରିଛନ୍ତି । ସେଠାରେ ମନ୍ତ୍ରୀ ଶ୍ରୀ...
ସମ୍ ଅଲ୍ଟିମେଟ ମେଡିକେୟାରରେ ଜଟିଳ ଏସ୍ଏମ୍ଏ ଆକ୍ୟୁଟ୍ ଥ୍ରୋମ୍ବୋସିସ୍ ସମସ୍ୟାରେ ପୀଡ଼ିତ ଥିବା ରୋଗୀଙ୍କ ସଫଳ ଚିକିତ୍ସା
ଭୁବନେଶ୍ୱର, ୧୦ ଅଗଷ୍ଟ : ଅନ୍ତନଳୀରେ ଜଟିଳ ସମସ୍ୟା ସହ ସୁପିରିୟର୍ ମେସେନଟେରିକ୍ ଆର୍ଟେରୀ (ଏସ୍ଏମ୍ଏ) ବ୍ୟାଧିରେ ପୀଡ଼ିତ ଥିବା ଜଣେ ୪୩ ବର୍ଷୀୟ ରୋଗୀଙ୍କର ସମ୍ ଅଲ୍ଟିମେଟ ମେଡିକେୟାରରେ ସଫଳ ଚିକିତ୍ସା...
ଟଳମଳ ଆଳୁ ସ୍ଥିତି: ମନ୍ତ୍ରୀ କହିଲେ ଉତ୍ତରପ୍ରଦେଶରୁ ଆଳୁ ଆସିବ…
()ରାଜ୍ୟରେ ଆଳୁ ସଙ୍କଟର ସମାଧାନ ପାଇଁ ରାଜ୍ୟ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏଣିକି ଉତ୍ତରପ୍ରଦେଶରୁ ଓଡ଼ିଶାକୁ ଆଳୁ ଆଣିବା ବ୍ୟବସ୍ଥା କରାଯିବ । ଏ ସଂକ୍ରାନ୍ତରେ ଖାଦ୍ୟଯୋଗାଣ...
ସମରେ ଜଟିଳ ଯକୃତ ସମସ୍ୟାରେ ପୀଡ଼ିତ ବାଳିକାର ପ୍ଲାଜମ୍ ଏକ୍ସଚେଞ୍ଜ ଦ୍ୱାରା ସଫଳ ଚିକିତ୍ସା
ସମ୍ମମ୍ରେ ଜଟିଳ ଯକୃତ ସମସ୍ୟାରେ ପୀଡ଼ିତ ବାଳିକାର ପ୍ଲାଜମ୍ ଏକ୍ସଚେଞ୍ଜ ଦ୍ୱାରା ସଫଳ ଚିକିତ୍ସା
ଭୁବନେଶ୍ୱର, ୦୬ ଅଗଷ୍ଟ : ଯକୃତ ନଷ୍ଟ ହୋଇ ଗୁରୁତର ହୋଇପଡ଼ିଥିବା ଜଣେ ୯ ବର୍ଷୀୟା ବାଳିକାଙ୍କର ପ୍ଲାଜ୍ମା...
ଓଡିଆ ସାମ୍ବାଦିକତା ଦିବସ: ଓଡିଆ ସାମ୍ବାଦିକଙ୍କ ପାଇଁ ବଡ ଦିନ…
() ଆଜି ଓଡ଼ିଶାର ସାମ୍ବାଦିକଙ୍କ ପାଇଁ ଏକ ବଡ଼ଦିନ । ଆଜିର ଦିନକୁ ଅର୍ଥାତ୍ ପ୍ରତିବର୍ଷ ଅଗଷ୍ଟ ୪ ତାରିଖକୁ ଓଡ଼ିଶା ସାମ୍ବାଦିକତା ଦିବସ ଭାବେ ପାଳନ କରାଯାଉଛି । ଏହି ଦିନ...
ରକ୍ତର ସମ୍ପର୍କଠାରୁ ବେଶ ଗଭୀର ବନ୍ଧୁତାର ସମ୍ପର୍କ…
() ଆଜି ବନ୍ଧୁତ୍ୱ ଦିବସ। ବନ୍ଧୁଙ୍କ ଲାଗି ଦିନଟିଏ। ଅଗଷ୍ଟ ମାସର ପ୍ରଥମ ରବିବାରକୁ ବିଶ୍ବରେ ଫ୍ରେଣ୍ଡସିପ ଡେ’ ବା ବନ୍ଧୁତ୍ୱ ଦିବସ ଭାବେ ପାଳନ କରାଯାଇଥାଏ। ରକ୍ତର ସମ୍ପର୍କ ଠାରୁ ବେଶ...