ସମରେ ଜଟିଳ ଯକୃତ ସମସ୍ୟାରେ ପୀଡ଼ିତ ବାଳିକାର ପ୍ଲାଜମ୍ ଏକ୍ସଚେଞ୍ଜ ଦ୍ୱାରା ସଫଳ ଚିକିତ୍ସା
ସମ୍ମମ୍ରେ ଜଟିଳ ଯକୃତ ସମସ୍ୟାରେ ପୀଡ଼ିତ ବାଳିକାର ପ୍ଲାଜମ୍ ଏକ୍ସଚେଞ୍ଜ ଦ୍ୱାରା ସଫଳ ଚିକିତ୍ସା
ଭୁବନେଶ୍ୱର, ୦୬ ଅଗଷ୍ଟ : ଯକୃତ ନଷ୍ଟ ହୋଇ ଗୁରୁତର ହୋଇପଡ଼ିଥିବା ଜଣେ ୯ ବର୍ଷୀୟା ବାଳିକାଙ୍କର ପ୍ଲାଜ୍ମା...
ଓୟୁଜେ ସଭାପତିଙ୍କ ଡାକରାରେ ପୁରା ଓଡ଼ିଶାରେ ସାମ୍ବାଦିକ ସୁରକ୍ଷା ମାଗିଲେ…..
() ସମ୍ବାଦିକଙ୍କ ସ୍ୱାର୍ଥରେ ସବୁବେଳେ ଆଗରେ ଠିଆ ହୋଇଥାଏ ଓୟୁଜେ। ଏହିକ୍ରମରେ ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ରାଜଧାନୀରେ ବିଶାଳ ବିକ୍ଷୋଭ କରିଛି ସଂଘ। ଓୟୂଜେ ସଭାପତି ପ୍ରସନ୍ନ...
ସମ୍ ଅଲ୍ଟିମେଟକୁ କୁ ଜେସିଆଇ ପ୍ରାଇମ୍ ସ୍ୱୀକୃତି …
ଭୁବନେଶ୍ୱର, ଏପ୍ରିଲ୍, ୨୪: ଉତମ ସ୍ୱାସ୍ଥ୍ୟସେବା ଓ ରୋଗୀଙ୍କ ସୁରକ୍ଷା ଉପରେ ଗୁରୁତ୍ବ ଦେଉଥିବା ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍) ସଫଳତାର ଆଉ ଏକ ପାହାଚରେ ପାଦ ଦେଇଛି । ଗୁରୁବାର ଏହି...
ସମ୍ ହସ୍ପିଟାଲ୍ ଶିତଳାପଲ୍ଲୀ କ୍ୟାମ୍ପସ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପିତ
()ଦକ୍ଷିଣ ଓଡିଶାର ଜନସାଧାରଣଙ୍କୁ ଉତମ ସ୍ୱାସ୍ଥ୍ୟସେବା ପ୍ରଦାନ କରିବାର ଲକ୍ଷ୍ୟ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ସ୍ଥାପିତ ହୋଇଥିବା ସମ୍ ହସ୍ପିଟାଲର ଶିତଳାପଲ୍ଲୀ କ୍ୟାମ୍ପସ୍କୁ ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ...
ବିଶିଷ୍ଟ ସାହିତ୍ଯିକ ସାତକୋଡି ହୋତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ:
ବିଶିଷ୍ଟ ସାହିତ୍ଯିକ ସାତକୋଡି ହୋତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରାଯିବ
ବିଶିଷ୍ଟ ସାହିତ୍ଯିକ, ଓଡିଶା ସାହିତ୍ଯ ଏକାଡେମୀର ପୂର୍ବତନ ସଭାପତି ସାତକୋଡି ହୋତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ...
ମା’ବିରଜାଙ୍କ ସ୍ୱ-ନକ୍ଷତ୍ର(ଜନ୍ମୋତ୍ସବ) : ଯାଜପୁରରେ ଶ୍ରଦ୍ଧାଳୁଙ୍କ ଭିଡ…
ଆଜି ପବିତ୍ର ତ୍ରିବେଣୀ ଅମାବାସ୍ୟା। ଏହି ଅବସରରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ବିରଜାଙ୍କ ସ୍ୱ-ନକ୍ଷତ୍ର(ଜନ୍ମୋତ୍ସବ) ପାଳନ ହେଉଛି। ପରମ୍ପରା ଅନୁଯାୟୀ ସମସ୍ତ କାର୍ଯ୍ୟ ସ୍ଥିର କରାଯାଇଥିବା ବେଳେ ସାଧାରଣ ଭକ୍ତଙ୍କ ଦର୍ଶନ ପାଇଁ...
ଆଚରଣ ବିଧି ଲାଗୁ ହେବା ପୂର୍ବରୁ ଘୋଷିତ ହେଉ ସାମ୍ବାଦିକ ପେନସନ : ଓୟୁଜେ
ଭୁବନେଶ୍ବର: ସାଧାରଣ ନିର୍ବାଚନ ଲାଗି ବିଜ୍ଞପ୍ତି ଜାରି ହେବା ପୂର୍ବରୁ ରାଜ୍ୟରେ ସାମ୍ବାଦିକମାନଙ୍କ ଲାଗି ପେନସନ ଯୋଜନା ଘୋଷିତ ହେଉ । ଏଥିସହିତ ରାଜ୍ୟ ସରକାର ବିଧାନସଭାର ଚଳିତ ଅଧିବେଶନରେ ସାମ୍ବାଦିକମାନଙ୍କ ସୁରକ୍ଷା...
କୋଭିଡ ଯୁଦ୍ଧରେ ସୋଆର ଭୂମିକା ଗୁରୁତ୍ୱପୂର୍ଣ୍ଣ ଥିଲା : ୫ ଟି ଅଧ୍ୟକ୍ଷ
ଭୁବନେଶ୍ୱର, ଫେବୃଆରୀ ୫: ଓଡ଼ିଶାରେ କୋଭିଡ ଯୁଦ୍ଧର ମୁକାବିଲା କରିବା କ୍ଷେତ୍ରରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲା ଯାହା ଦ୍ୱାରା କି ରାଜ୍ୟରେ କରୋନା ଜନିତ ମୃତ୍ୟୁ...
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ : ଡ. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର, ୪।୨: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ପକ୍ଷରୁ କେନ୍ଦ୍ର ସାହିତ୍ୟ ଏକାଡ଼େମୀ ପୁରସ୍କାରପ୍ରାପ୍ତ ବିଶିଷ୍ଟ ସାହିତ୍ୟିକ ଡ଼. ଗାୟତ୍ରୀବାଳା ପଣ୍ଡାଙ୍କୁ ସମ୍ବର୍ଦ୍ଧିତ ତଥା ସମ୍ମାନିତ କରାଯାଇଛି। ଓଡ଼ିଆ...
ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ସୋଆରେ ଓଡ଼ିଆଭାଷା, ସାହିତ୍ୟ ଓ ସଂସ୍କୃତିକୁ ନେଇ ଦୁଇ ଦିନିଆ...
ଭୁବନେଶ୍ୱର, ୨ ଫେବୃଆରି: ଆସନ୍ତା ଫେବୃଆରି ୩ ରୁ ୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବାକୁ ଥିବା ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ପରିପ୍ରେକ୍ଷୀରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ...