ପଂଚାୟତ ନିର୍ବାଚନ ପାଇଁ ବାଜିଲା ବିଗୁଲ…
( ) ରାଜ୍ୟରେ ପାଞ୍ଚ ପର୍ଯ୍ୟାୟରେ ହେବ ପଞ୍ଚାୟତ ନିର୍ବାଚନ । ଗୋଟିଏ ଦିନ ବ୍ୟବଧାନରେ ହେବ ନିର୍ବାଚନ । ଫେବୃଆରୀ ୧୬, ୧୮, ୨୦, ୨୨, ୨୪ ଆଦି ପାଞ୍ଚୋଟି ପର୍ଯ୍ୟାୟରେ...
ଜାତୀୟ ପୁରସ୍କାର ପାଇଲା ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓଡ଼ିଶାର ‘ବ୍ଲୁଇସ୍’ ଆପ୍…
( )ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ଓଡ଼ିଶାର ‘ବ୍ଲୁଇସ୍’ ଆପ୍ ଜାତୀୟ ପୁରସ୍କାର ପାଇଲା।
ସେବା ଯୋଗାଣରେ ଅଧିକରୁ ଅଧିକ ଅଭିନବ ବୈଷୟିକ କୌଶଳ ପ୍ରୟୋଗ ପାଇଁ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ।
{...
ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ…
( ) କୃଷ୍ଣପ୍ରସାଦ ବ୍ଲକ୍ରେ ବିଜୁ ପଟ୍ଟନାୟକ ଶିଳ୍ପ ତାଲିମ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ।
୧୮ କୋଟି ଟଙ୍କା ବିନିଯୋଗରେ ନିର୍ମିତ।
ଦେଶର ୧୦୦ଟି ଶ୍ରେଷ୍ଠ ଆଇଟିଆଇ ମଧ୍ୟରେ ଓଡିଶାର ୧୦ଟି ।
ବିଶ୍ବ ନିଯୁକ୍ତି...
ଅପେକ୍ଷା ର ଅନ୍ତ; ପୌର ନିର୍ବାଚନ ପାଇଁ ଫିଟିଲା ବାଟ..
( ) ପୌର ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା
ଓ୍ୱାର୍ଡ ସୀମା ପୁନଃ ନିର୍ଦ୍ଧାରଣ ପାଇଁ ନିର୍ଦ୍ଦେଶ
ସବୁ ମ୍ୟୁନିସିପାଲ କମିଶନର ଓ ଜିଲ୍ଲାପାଳଙ୍କୁ ଚିଠି
ପୌର ପ୍ରଶାସନ ନିର୍ଦ୍ଦେଶକ ଲେଖିଲେ ଚିଠି
୨୦୧୧ଜନଗଣନା ଅନୁଯାୟୀ ହେବ...
ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ ଆୟୋଗ ସଂପୂର୍ଣ୍ଣ ପ୍ରସ୍ତୁତ…
( )ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇ ରାଜ୍ୟ ନିର୍ବାଚନ ଆୟୋଗ ସଂପୂର୍ଣ୍ଣ ପ୍ରସ୍ତୁତ। ଜିଲ୍ଲା କୁ ବାଲଟ ବକ୍ସ ପଠାଯାଇଛି। ଅନ୍ୟ ରାଜ୍ୟରୁ ବାଲଟ ବକ୍ସ ଆସିଛି। ଆମେ ନିଜେ ବି କିଛି...
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି…
( )ଓଡିଶାର ମିଶନାରିଜ୍ ଅଫ ଚାରିଟୀର ଅନ୍ତେବାସୀ ଯେପରି କୌଣସି ଅସୁବିଧାର ସମ୍ମୁଖୀନ ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଜିଲ୍ଲାପାଳ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ।
{ }ଓଡିଶାରେ ମିଶନାରିଜ୍ ଅଫ ଚାରିଟୀ ଦ୍ବାରା...
ମନେ ପଡନ୍ତି ମୁକୁଟ ବିହିନ ସମ୍ରାଟ…
()ସ୍ୱର୍ଗତ ଅଶୋକ ଦାସ । ଲୋକଙ୍କ ନେତା । ଓଡ଼ିଶାର ସ୍ୱାଭିମାନ , ମୁକୁଟ ବିହିନ ସମ୍ରାଟ, ସାଲିସ ବିହିନ ନେତା, ଯାଜପୁର ମଉଡ଼ମଣୀ, ଓଡ଼ିଶାର ବିଚକ୍ଷଣ ରାଜନେତା ଏମିତି କେତେ କଣ...
ମୋ ସରକାର କାର୍ଯ୍ୟକ୍ରମରେ ସନ୍ତୋଷ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ…
( )ମୁଖ୍ୟମନ୍ତ୍ରୀଙ୍କ ମୋ ସରକାର ସମୀକ୍ଷା।
କେବଳ ଜନସାଧାରଣଙ୍କ ସନ୍ତୋଷ ନୁହେଁ, ନିରନ୍ତର ଉତ୍ତମ ସେବା ହେଉଛି ଆମର ଲକ୍ଷ୍ୟ - ମୁଖ୍ୟମନ୍ତ୍ରୀ।
ମୋ ସରକାର କାର୍ଯ୍ୟକ୍ରମରେ ସନ୍ତୋଷ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ।
ମୋ ସରକାର କାର୍ଯ୍ୟକ୍ରମ...
ସହରାଞ୍ଚଳରେ ସହଜ ହେବ ଜମି କିଣାବିକା….
( ) ସହରାଞ୍ଚଳରେ ଜମି କିଣାବିକା ହେବ ସହଜ
ରାଜୟ ସରକାର ସମସ୍ତ ଲିଜ ଓ ଆବନ୍ତିତ ଜମି ଗୁଡିକୁ ଖୁବ ଶୀଘ୍ର ଲିଜ ହୋଲଡ଼ କରିବେ
ଏହା ଦ୍ବାରା ବିଭିନ୍ନ ସହରାଞ୍ଚଳରେ ଥିବା ହାଉସ...
ବାତ୍ୟା ଜୱାଦ କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ୫୦୭ କୋଟି ଟଙ୍କାର ସ୍ବତନ୍ତ୍ର ପ୍ୟାକେଜ ଘୋଷଣା…
{ } ଚଳିତ ଡିସେମ୍ବର ୪ ଓ ୫ ତାରିଖ ଦୁଇ ଦିନ ଧରି ସଂଗଠିତ ହୋଇଥିବା ବାତ୍ୟା ଜୱାଦ ଦ୍ବାରା କ୍ଷତିଗ୍ରସ୍ତ ଚାଷୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ...














