ମୋ ସରକାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ…

() ମୋ ସରକାର ସମୀକ୍ଷା ଲୋକଙ୍କ ଫିଡ୍‌ବ୍ୟାକକୁ ଭିତ୍ତିକରି ଭଲ କାମ ପାଇଁ ପ୍ରଶଂସା ଓ ଅବହେଳା ପାଇଁ ଦଣ୍ଡ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ। ପେନ୍‌ସନ୍‌ ପ୍ରଦାନରେ ବିଳମ୍ବ ଆଦୌ ଗ୍ରହଣୀୟ ନୁହେଁ, ପ୍ରତ୍ୟେକ...

ବି.ଏସ୍.କେ.ୱାଇ. ରେ ଅଗ୍ରଗତି…

() ବି.ଏସ୍.କେ.ୱାଇ. ରେ ଉଲ୍ଲେଖନୀୟ ଅଗ୍ରଗତି। ସାମିଲ ହେଲେ ୬୮୧ ଘରୋଇ ସୁପର ସ୍ପେସାଲିଟି ହସ୍ପିଟାଲ, ହସ୍ପିଟାଲସ୍ତରରେ ରୋଗୀମାନଙ୍କ ସହାୟତା ପାଇଁ ୬୬୮ ଛାମୁଆ କର୍ମଚାରୀ। {} ସାର୍ବଜନୀନ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ନିମନ୍ତେ ଓଡିଶା ସରକାରଙ୍କ ଅନନ୍ୟ...

କଂଗ୍ରେସ ଭବନରେ କର୍ଣ୍ଣାଟକ ବିଜୟ ଉତ୍ସବ ପାଳନ..

( ) କର୍ଣ୍ଣାଟକର କଂଗ୍ରେସର ବିପୁଳ ଓ ବୃହତ୍ତ ବିଜୟକୁ ଆନନ୍ଦ ଓ ଉଲ୍ଲାସ ସହ ଓଡ଼ିଶା ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ପାଳନ କରାଯାଇଥିଲା । ଆଜି ଦିନ ତମାମ କଂଗ୍ରେସର କର୍ମୀ...

ମୁଖ୍ୟମନ୍ତ୍ରୀଙ୍କ ଉତୁଙ୍ଗ ଉଦ୍ୟମ- ପାହାଡ ରେ ସୁଡ଼ଙ୍ଗ କରି ଦିଆଯିବ ପାଣି …

() ୫-ଟି ସଚିବଙ୍କ ଗଜପତି ଗସ୍ତର ଦ୍ବିତୀୟ ଦିନ ମୁଖ୍ୟମନ୍ତ୍ରୀଙ୍କ ଉତୁଙ୍ଗ ଉଦ୍ୟମ- ପାହାଡ ରେ ସୁଡ଼ଙ୍ଗ କରି ଦିଆଯିବ ପାଣି  । ଛେଳିଗଡ ଜଳସେଚନ ପ୍ରକଳ୍ପ ଖୁବ ଶୀଘ୍ର ଆରମ୍ଭ କରିବାକୁ ୫-ଟି ସଚିବଙ୍କ...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର..

() ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୀତିଶ କୁମାର ବିହାର ଭବନ ପାଇଁ ପୁରୀରେ ଜମି ଦେବେ ଓଡିଶା ସରକାର। {} ବିହାର ମୁଖ୍ୟମନ୍ତ୍ରୀ ଶ୍ରୀ ନୀତିଶ କୁମାର ଆଜି ମଧ୍ୟାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ...

ଶେଷ ଦିନରେ ୪ଟି ଜିଲ୍ଲାର ୩୩୫ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ…

() ୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ଷଷ୍ଠ ତଥା ଶେଷ ଦିବସ। ଆଜି ଶେଷ ଦିନରେ ୪ଟି ଜିଲ୍ଲାର ୩୩୫ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ । ୫-ଟି ସ୍କୁଲ ରୂପାନ୍ତରଣରେ ଭଲ କାମ କରୁଥିବା...

ଅଖିଳ ଭାରତ କଂଗ୍ରେସ କମିଟିର ସଭାପତିଙ୍କୁ ହତ୍ୟା ଧମକ…

() ଅଖିଳ ଭାରତ କଂଗ୍ରେସ କମିଟିର ସଭାପତିଙ୍କୁ ହତ୍ୟା ଧମକ ବିରୋଧରେ ଝାରସୁଗୁଡ଼ା ଥାନାରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀଯୁକ୍ତ ଶରତ ପଟ୍ଟନାୟକ ଏତଲା ଦେଲେ। {} କର୍ଣ୍ଣାଟକର କାଲାବୁରାଗି ଜିଲ୍ଲା...

ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଦେଲେ ମଣିପୁର ରେ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀମାନେ…

() ଭୁବନେଶ୍ବର ରେ ପହଁଞ୍ଚିଲେ  ମଣିପୁର ରେ ପଢୁଥିବା ଓଡ଼ିଆ ଛାତ୍ରଛାତ୍ରୀମାନେ, ମୁଖ୍ୟମନ୍ତ୍ରୀ ଙ୍କୁ ଦେଲେ ଧନ୍ୟବାଦ । {} ମଣିପୁର ର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟ ରେ ପଢୁଥିବା ଦଶ ଜଣ ଓଡିଆ ଛାତ୍ରଛାତ୍ରୀମାନେ...

ଝାରସୁଗୁଡ଼ା ହେବ ଦେଶର ୧ନମ୍ବର ଶିଳ୍ପ ସହର: ନବୀନ ପଟ୍ଟନାୟକ…

() ଝାରସୁଗୁଡ଼ା ହେବ ଦେଶର ୧ନମ୍ବର ଶିଳ୍ପ ସମୃଦ୍ଧି ସହର l ଝାରସୁଗୁଡ଼ା ବାସୀ ସବୁବେଳେ ବିକାଶ ସହ ରହିଆସିଛନ୍ତି l ତେଣୁ ଏଥର ମଧ୍ୟ ବିକାଶ ସହ ରହିବେ l ବିଜେଡି...

ତୃତୀୟ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ..

() ୫-ଟି ସ୍କୁଲ ରୂପାନ୍ତରଣର ତୃତୀୟ ପର୍ଯ୍ୟାୟର ପଞ୍ଚମ ଦିନ। ଆଜି ପଞ୍ଚମ ଦିନରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ। ଜୀବନର ସବୁ କ୍ଷେତ୍ରରେ ସାଧୁତା ରକ୍ଷା କରିବାକୁ ପିଲାଙ୍କୁ ପରାମର୍ଶ ଦେଲେ...

Follow us

20,832FansLike
0FollowersFollow
14,700SubscribersSubscribe

Latest news