ନରସିଂହ ଓ ମୋହନ ମୁହଁlମୁଁହି

() ଦ୍ରୌପଦୀ ମୁର୍ମୁ ସବୁବେଳେ ତାଙ୍କ ଅଞ୍ଚଳର ଆଦିବାସୀ ଓ ଦଳିତଙ୍କ କଥା ଚିନ୍ତା କରିଛନ୍ତି । ଏପରିକି ଝାଡଖଣ୍ଡରେ ରାଜ୍ୟପାଳ ଥିବାବେଳେ ଆଦିବାସୀଙ୍କ ସ୍ୱାର୍ଥ ବିରୋଧୀ ବିଲ ଆସିଥିଲା । ଆଦିବାସୀଙ୍କ...

15 ମିନିଟ ପାଇଁ ଗୃହ ମୁଲତବୀ…

() ମାଲକାନଗିରି ଚିତ୍ରକୁଣ୍ଡା ପ୍ରସଙ୍ଗରେ ଆଜିର କାର୍ଯ୍ୟ ଶେଷ ହେବା ପୂର୍ବରୁ ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କୁ ବିବୃତି ରଖିବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ । ବାଚସ୍ପତିଙ୍କ ନିର୍ଦ୍ଦେଶ ପରେ ପୁଣି ଅସନ୍ତୋଷ ଜାହିର କଲେ...

ନିଗମ ଦେଲେ ଲାଭାଂଶ…

() ବିଭିନ୍ନ ନିଗମ ଓ ରାଜ୍ୟ ସମବାୟ ବ୍ୟାଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଲାଭାଂଶ ପ୍ରଦାନ। {}  ରାଜ୍ୟ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନସ୍ଥ ବିଭିନ୍ନ ନିଗମ ଯଥା ଓଡିଶା କୃଷି...

ବିଧାନସଭା ମୌସୁମୀ ଅଧିବେଶନର ପଞ୍ଚମ ଦିନ…

() ଆଜି ବିଧାନସଭା ମୌସୁମୀ ଅଧିବେଶନର ପଞ୍ଚମ ଦିନ । ଆଜି ବେସ ସରଗରମ ରହିପାରେ ଗୃହ । ପ୍ରଶ୍ନକାଳରେ  କୃଷି ଓ କୃଷକ ସଶକ୍ତିକରଣ,ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ,ବିଦ୍ୟାଳୟ ଓ...

ୱାନ ନେସନ ୱାନ ରାସନ କାର୍ଡ ଯୋଜନା…

() ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ 93 ଲକ୍ଷ 13 ହଜାର 448 ପରିବାରର 3 କୋଟି 25 ଲକ୍ଷ 18 ହଜାର 455 ଜଣ ଯୋଡି ହୋଇଛନ୍ତି । ଏବଂ ରାଜ୍ୟ...

ରାଜ୍ୟରେ ସାର ର ଯୋଗାଣ ଓ କଳାବଜାରୀ କୁ ନେଇ ବିଧାନସଭାରେ ଉଦବେଗ…

() କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ଏବଂ ସୁରେଶ କୁମାର ରାଉତରାୟ ଓ ଅଧିରାଜ ପାଣିଗ୍ରାହୀଙ୍କ ଅସନ୍ତୋଷ ପ୍ରକାଶ କରିଛନ୍ତି । ଆଲୋଚନା ବେଳେ ଦୁଇ ବିଧାୟକ ଅଭିଯୋଗ କରିଛନ୍ତି ଯେ ଅଫିସର...

ଏକ ନମ୍ବର ଖଣିଜ ରାଷ୍ଟ୍ରୀୟ :ଓଡିଶା…

() ଖୁବଶୀଘ୍ର ଓଡ଼ିଶାର 15 ଟି ପ୍ରମୁଖ ଖଣି ଏବଂ 16 ଟି ଲଘୁ ଖଣିଜ ବ୍ଲକର ନିଲାମ ହେବ । 21-22 ରେ 49530 କୋଟି ଟଙ୍କାର ଖଣି ରାଜସ୍ୱ ଆଦୟ ହୋଇଛି। {}...

ପ୍ରଶ୍ନ କାଳ ସ୍ୱାଭାବିକ…

() ବିଭିନ୍ନ ଷ୍ଟାଣ୍ଡିଙ୍ଗ କମିଟିର ପ୍ରସ୍ତାବ ଉପସ୍ଥାପିତ ହେବ । 14 ତାରିଖରୁ 28 ତାରିଖ ଯାଏଁ ବିଭିନ୍ନ ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ହେବ । ଯେଉଁ ବିଭାଗର ଖର୍ଚ୍ଚ...

ସରକାରୀ କର୍ମଚାରୀ ପାଇଁ ବଢିଲା ଗୃହ ନିର୍ମାଣ ଋଣ…

() ସରକାରୀ କର୍ମଚାରୀ ପାଇଁ ବଢିଲା ଗୃହ ନିର୍ମାଣ ଋଣ ସହାୟତା ପରିମାଣ। କର୍ମଚାରୀମାନେ ୮ ପ୍ରତିଶତ ସୁଧରେ ପାଇବେ ୪୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ। {} ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ...

ରସଗୋଲା କୁ ନେଇ ବିବାଦ ସୃଷ୍ଟି….

() ରସଗୋଲା କୁ ନେଇ ଅତୀତରେ ଯେଉଁ ବିବାଦ ସୃଷ୍ଟି ହୋଇଥିଲା ତାହା ଅତୀତ । ବର୍ତ୍ତମାନ ସେ ବିବାଦ ଆଉ ନାହିଁ । ଜିଆଇ ଟ୍ୟାଗ ମିଳି ସାରିଛି । ସତ୍ୟ...

Follow us

20,832FansLike
0FollowersFollow
14,700SubscribersSubscribe

Latest news