ପାଞ୍ଚଦିନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାଉଦି ଶକ୍ତିମନ୍ତ୍ରୀଙ୍କ ସହ କଲେ ଆଲୋଚନା…

- Advertisement -

 ହାଇଡ୍ରୋକାର୍ବନ ରପ୍ତାନୀରେ ସାଉଦିଆରବ ଭାରତ ସହ ଏକ ବିଶ୍ୱାସନୀୟ ଏବଂ ସ୍ଥାୟୀ ଭାଗିଦାରୀ ହୋଇ ରହିବା ନେଇ ଶକ୍ତି ମନ୍ତ୍ରୀଙ୍କ ପ୍ରତିଶ୍ରୁତି
 ଭାରତରେ ସାଉଦିଆରବର ପୁଞ୍ଜିନିବେଶ କରିବା ଦିଗରେ ମଧ୍ୟ ଗୁରୁତ୍ୱାରୋପ
ସାଉଦିଆରବ/ନୂଆଦିଲ୍ଲୀ, ସେପ୍ଟେମ୍ବର ୦୯ – ପାଞ୍ଚଦିନିଆ ବିଦେଶ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ସାଉଦିଆରବର ଜିଦ୍ହା ଠାରେ ସେଠାକାର ଶକ୍ତି ମନ୍ତ୍ରୀ ଏଚ୍ଆର୍ଏଚ୍ ପ୍ରିନ୍ସ ଅବଦୁଲ ଅଜୀଜ ସଲମାନଙ୍କୁ ସାକ୍ଷାତ୍ କରିଛନ୍ତି ।ଏହି ଅବସରରେ ସାଉଦି ମନ୍ତ୍ରୀ ହାଇଡ୍ରୋକାର୍ବନ ରପ୍ତାନୀ ଦିଗରେ ସାଉଦିଆରବ ଭାରତ ସହ ଏକ ବିଶ୍ୱାସନୀୟ ଏବଂ ସ୍ଥାୟୀ ଭାଗିଦାରୀ ହୋଇ ରହିବ ବୋଲି ପ୍ରତିଶ୍ରୁତି ଦେଇଥିଲେ । ସେହିପରି ସାଉଦିଆରବ ଭାରତରେ ପୁଞ୍ଜିନିବେଶ କରିବା ନେଇ ପ୍ରତିଶ୍ରୁତିବଦ୍ଧ ବୋଲି ଉଭୟଙ୍କ ଆଲୋଚନାରୁ ଜଣାପଡିଛି ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles