ନୂଆ ରୂପ ପାଇବ ଧଉଳି ସ୍ତୁପ…

- Advertisement -

()  ଧଉଳିର ବିକାଶ ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରୁଛନ୍ତି ରାଜ୍ୟସରକାର। ଖୁବ ଶୀଘ୍ର ମାଷ୍ଟର ପ୍ଲାନ ପ୍ରସ୍ତୁତ ଶେଷ ହେବା ପରେ କାର୍ଯ୍ୟ ଆରମ୍ଭ ହେବ ବୋଲି ଗୃହରେ ସୂଚନା ଦେଲେ ପର୍ଯ୍ୟଟ ନ ମନ୍ତ୍ରୀ ଅଶ୍ୱନି ପାତ୍ର ଧଉଳି ।ପର୍ଯ୍ୟଟନ ସ୍ଥଳି ର ବିକାଶ ପାଇଁ ପ୍ରସ୍ତୁତ ହେଉଛି ମାଷ୍ଟର ପ୍ଲାନ।ଖୁବଶୀଘ୍ର ଏହାକୁ କାର୍ଯ୍ୟକାରୀ କରାଯିବ।ବିଧାନସଭାର ପ୍ରଶ୍ନକାଳରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ରଙ୍କ ସୂଚନା।ଧଉଳି, ବିନ୍ଦୁ ସାଗର ଓ କେଦାର ଗୌରୀ ର ବିକାଶ ନେଇ ପ୍ରଶ୍ନ ଉଠାଇଥିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles