ଦୀପାବଳିରେ ରାଜ୍ୟବାସୀଙ୍କୁ କି ବାର୍ତ୍ତା ଦେଲେ ନବୀନ

- Advertisement -

ଭୁବନେଶ୍ୱର : ଆଲୋକର ପର୍ବ ଦୀପାବଳିକୁ ଆନନ୍ଦ ଉଲ୍ଲାସରେ ପାଳିବା ସହିତ ଏହି ଖୁସିକୁ ଆପଣଙ୍କ ଆଖପାଖରେ ଥିବା ଅସହାୟ ଲୋକଙ୍କ ସହ ବାଣ୍ଟନ୍ତୁ। ମୋ ବିଶ୍ଵାସ ଏହା ଆପଣଙ୍କୁ ସବୁଠୁ ଅଧିକ ଆନନ୍ଦ ଦେବ। ଦୀପାବଳିରେ ରାଜ୍ୟବାସୀଙ୍କୁ ଏହି ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ l ଏହା ସହ ଦୀପାବଳିର ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ l

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -

Latest Articles