ବିଜୁଙ୍କ ୨୩ ତମ ଶ୍ରାଦ୍ଧ ବାର୍ଷିକୀ ଯାଜପୁର ବିଜେଡିର ରକ୍ତଦାନ ଶିବିର…

- Advertisement -

ଯାଜପୁର : ବିଶିଷ୍ଟ ଜନ ନାୟକ ବିଜୁ ପଟ୍ଟନାୟକଙ୍କ ୨୩ ତମ ଶ୍ରାଦ୍ଧ ବାର୍ଷିକୀ ରାଜ୍ୟବ୍ୟାପୀ ନିରାଡ଼ମ୍ବର ଭାବେ ପାଳନ କରାଯାଉଅଛି। ଆଜି ଯାଜପୁର ନିର୍ବାଚନ ମଣ୍ଡଳୀର ବିଜୁ ଜନତା ପକ୍ଷରୁ ଦଳ ଦ୍ୱାରା ରକ୍ତଦାନ ଶିବିର ଜୀବନବିନ୍ଦୁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ଏହି ଅବସରରେ ସାମାଜିକ ଦୂରତା ରକ୍ଷା କରି ବିଜୁ ଜନତା ଦଳର ଅଗଣିତ କର୍ମୀ ଓ ଦଳର ନେତୃବୃନ୍ଦ ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ । ଯୁବ ନେତା ଭଵ ପ୍ରସାଦ ଦାସଙ୍କ ନେତୃତ୍ୱରେ ବହୁ ଯୁବ କର୍ମୀ ଆଜିର ରକ୍ତ ଦାନ ଶିବିରରେ ସାମିଲ ହୋଇଥିଲେ l ଜଣେ ବି ବ୍ୟକ୍ତି ଯେପରି ରକ୍ତ ଅଭାବରୁ ସ୍ଵାସ୍ଥ୍ୟଗତ ସମସ୍ୟାରେ ନ ପଡନ୍ତି, ସେଥି ପ୍ରତି ଦୃଷ୍ଟି ଦେବାକୁ ବିଜେଡ଼ି ସଂଗଠନ ସମ୍ପାଦକ ତଥା ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ଦେଇଥିବା ବାର୍ତ୍ତାକୁ ଯୁବ ନେତାମାନେ ଅକ୍ଷର ଅକ୍ଷରେ ପାଳନ କରିଛନ୍ତି l

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles