କ୍ୟାବିନେଟ ବୈଠକରେ ସାମାଜିକ ଦୂରତାକୁ ଗୁରୁତ୍ୱ ଦେଲେ ପ୍ରଧାନମନ୍ତ୍ରୀ

- Advertisement -

ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀଙ୍କ ବାସଭବନରେ କରୋନା ମୁକାବିଲା ପାଇଁ କ୍ୟାବିନେଟ ବୈଠକ ବସିଥିଲା । ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ସବୁ କ୍ୟାବିନେଟ ମନ୍ତ୍ରୀ ଉପସ୍ଥିତ ଥିଲେ। ମୁଖ୍ୟ କଥା ହେଲା ଏ ବୈଠକରେ ସାମାଜିକ ଦୁରତାକୁ ଗୁରୁତ୍ୱ ଦିଆଯାଇଥିଲା।
ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି କରୋନା ମୁକାବିଲା ପାଇଁ କ୍ୟାବିନେଟ ବୈଠକ ବସିଥିଲା । ଏଥିରେ ଭାରତରେ ଏହି ମହାମାରୀର ମୁକାବିଲା ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି । ଯେମିତିକି ମୋଦୀ ବାରମ୍ବାର ସାମାଜିକ ଦୂରତା କଥା କହୁଛନ୍ତି। ଏହାକୁ ଏଠାରେ ପାଳନ କରାଯାଇଛି । ଯାହାକି ଏବେ ସୋସିଆଲ ମିଡିଆରେ ବେଶ ପ୍ରସଂଶା ମିଳୁଛି । ଏଠାରେ ପ୍ରଧାନମନ୍ତ୍ରୀ ସବୁ ମନ୍ତ୍ରୀମାନକୁ ନିଜେ ସୁସ୍ଥ ରହିବା ସହ ଅନ୍ୟମାନଙ୍କୁ ସଚେତନ କରାଇବା ପାଇଁ ଉପଦେଶ ଦେଇଥିଲେ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles