କଲିକତା ପହଁଞ୍ଚିଲେ ମୋଦି….

- Advertisement -

କଲିକତା : କଲିକତା ବିମାନ ବନ୍ଦରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପହଞ୍ଚି ସାରିଛନ୍ତି। ସେଠାରେ ତାଙ୍କୁ ଅଭିବାଦନ ଜଣାଇବା ପାଇଁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଅନେକ ପ୍ରଶାସନିକ ଅଧିକାରୀ ଉପସ୍ଥିତ ଥିଲେ। ସେଠାରୁ ସେ ଏବେ ସିଧାସଳଖ ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ବାତ୍ୟା ସମୀକ୍ଷା କରିବାକୁ ଯାଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, କେନ୍ଦ୍ରମନ୍ତ୍ରୀ ବାବୁଲ ସୁପ୍ରିୟ, ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀ ମଧ୍ୟ ଉପସ୍ଥିତ ଅଛନ୍ତି। ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା ପରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଓ ଅଧିକାରୀଙ୍କ ଏକ ଘଣ୍ଟା ଧରି ଏକ ବୈଠକ ହେବ। ପରେ ୧.୪୫ ମିନିଟରେ ଭୁବନେଶ୍ୱର ଆସିବେ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles