ଭୁବନେଶ୍ୱର : କାଲିଠାରୁ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ l ଦୁଇଦିନିଆ ଗସ୍ତରେ ନବୀନ ରାଜ୍ୟ ସ୍ଵାର୍ଥର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ l ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର ସମ୍ଭାବନା ଅଛି l