କେନ୍ଦ୍ରାପଡାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ:

- Advertisement -

ଭୁବନେଶ୍ୱର : ବର୍ତ୍ତମାନ ସମୟରେ ଓଡ଼ିଶା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ରାଜ୍ୟରେ ଏବେ ଆଉ ଜଣେ କରୋନା ପଜେଟିବ ଚିହ୍ନଟ ହୋଇଛନ୍ତି । ସେ କେନ୍ଦ୍ରାପଡା ଜିଲ୍ଲାର ।ତାଙ୍କ ବୟସ ୩୨ ବର୍ଷ। ସେ ମାର୍ଚ୍ଚ ୨୪ ରେ ଦୁବାଇ ରୁ ଫେରିଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି ।ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ପଜେଟିବଙ୍କ ସଂଖ୍ୟା ୪୦ରେ ପହଞ୍ଚିଛି । ଯାହାକୁ ନେଇ ରାଜ୍ୟ ସରକାର ଙ୍କ ଚିନ୍ତା ବଢିଯାଇଛି ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles