ଓଡ଼ିଆ ନବ ବର୍ଷରେ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇଲେ ନବୀନ -ନିରଞ୍ଜନ…

- Advertisement -

ଭୁବନେଶ୍ୱର : ନବୀନ ପଟ୍ଟନାୟକ, ମୁଖ୍ୟମନ୍ତ୍ରୀ – ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମହିମାରୁ ପ୍ରତିଟି ଜୀବନ ସୁରକ୍ଷିତ ହେଉ। ଆମ ସମସ୍ତଙ୍କୁ ଦୃଢତାର ସହ କରୋନା ମୁକାବିଲା ପାଇଁ ଶକ୍ତି ଦେଉ।
ନିରଞ୍ଜନ ପଟ୍ଟନାୟକ, ପିସିସି ସଭାପତି : ଓଡ଼ିଆ ନବବର୍ଷ ଓ ପଣା ସଂକ୍ରାନ୍ତି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଜଗନ୍ନାଥଙ୍କ କୃପା ଓ ଆଶୀର୍ବାଦରୁ ନବବର୍ଷଟି ଆମ ସମସ୍ତଙ୍କ ପାଇଁ ସୁଖ ଓ ସମୃଦ୍ଧିର ବର୍ଷ ହେଉ।

Related Articles

Stay Connected

20,832FansLike
0FollowersFollow
13,350SubscribersSubscribe
- Advertisement -spot_imgspot_img

Latest Articles